୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ ଉପରେ ପଣି ବିଜେଡି ଆସ୍ଥାପ୍ରକଟ କରିଥିବାବେଳେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, ବାଙ୍ଗିରିପୋଷିରୁ ରଂଜିତା ମାର୍ଣ୍ଡିି, ବରୀରୁ ବିଶ୍ୱରଂଜନ ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି। ବରୀରେ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି। ସେହିପରି ବାଲିକୁଦା-ଏରସମାରୁ ସାରଦା ଜେନା ପ୍ରଥମ ଥର ବିଜେଡିରୁ ଲଢ଼ିବେ। ରଘୁନନ୍ଦନ ଦାସଙ୍କ ସ୍ଥାନରେ ତାଙ୍କୁ ଟିକେଟ ମିଳିଛି। ବାଙ୍ଗିରିପୋଷିରେ ସୁଦାମ ମାର୍ଣ୍ଡିଙ୍କ ସ୍ଥାନରେ ତାଙ୍କ ସ୍ତ୍ରୀ ରଂଜିତା ମାର୍ଣ୍ଡିଙ୍କୁ ଟିକେଟ୍‌ ମିଳିଛି।
ପୂର୍ବରୁ ୧୩୫ଟି ଆସନରେ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଆଜି ୬ଟି ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଆଉ ୬ଟି ସିଟ ପାଇଁ ପ୍ରାର୍ଥୀ ଘୋଷଣା ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri