ଦର୍ଶନରେ କଟକଣା, ଭକ୍ତଙ୍କ ମନଉଣା

ସମ୍ବଲପୁର,୧।୧(ବ୍ୟୁରୋ): ପ୍ରତିବର୍ଷ ଜାନୁୟାରୀ ୧ ତାରିଖରେ ଶ୍ରଦ୍ଧାଳୁମାନେ ମନ୍ଦିର ଓ ଦେବାଳୟରେ ଠାକୁରଙ୍କୁ ଦର୍ଶନ କରି ନୂତନ ବର୍ଷ ପାଳନ କରିଥାନ୍ତି। ହେଲେ ଚଳିତବର୍ଷ କୋଭିଡ୍‌-୧୯ ଯୋଗୁ ସମ୍ବଲପୁର ସହରର ବିଭିନ୍ନ ମନ୍ଦିରରେ ଦର୍ଶନ ଲାଗି କଟକଣା ଲଗାଯାଇଛି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ମଧ୍ୟ ସାଧାରଣ ଦର୍ଶନ ଉପରେ ରୋକ ଲଗାଯାଇଛି। ଏନେଇ ଭକ୍ତଙ୍କ ମନଉଣା ହୋଇଛି। ହେଲେ ଭକ୍ତମାନେ ଶୁକ୍ରବାର ମା’ ସମଲେଇଙ୍କ ମନ୍ଦିର ମୁଖ୍ୟ ଗେଟରେ ଦୀପ, ଧୂପ ଜଳାଇ ଆଶୀର୍ବାଦ ଭିକ୍ଷା କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri