ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା ସହିତ କଟକଣା ଜାରି କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏବେ କରୋନାର ନୂଆ ଷ୍ଟ୍ରେନ୍‌ ଆତଙ୍କ ସୃଷ୍ଟି କରିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି। କରୋନା ମାର୍ଗଦର୍ଶିକା ପାଳନ ଏବଂ କଟକଣା ଜାରି ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri