ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା ସହିତ କଟକଣା ଜାରି କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏବେ କରୋନାର ନୂଆ ଷ୍ଟ୍ରେନ୍‌ ଆତଙ୍କ ସୃଷ୍ଟି କରିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି। କରୋନା ମାର୍ଗଦର୍ଶିକା ପାଳନ ଏବଂ କଟକଣା ଜାରି ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ସ୍କୁଲରେ ୨ ଭଉଣୀ ପଢୁଥିଲେ ଜଣଙ୍କର ଫି ହେଉ ଛାଡ଼, କହିଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨।୧୦: ଗୋଟିଏ ପ୍ରାଇଭେଟ୍‌ ସ୍କୁଲରେ ଯଦି ୨ ଭଉଣୀ ପଢୁଥାନ୍ତି ତେବେ ଜଣଙ୍କର ଫି ଛାଡ଼ କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିିଛନ୍ତି। ଯଦି...

ଗାନ୍ଧୀ ପରିବାର ବାହାରୁ ହୋଇପାରନ୍ତି କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮: କଂଗ୍ରେସ ସଂଗଠନରେ ଖୁବ୍‌ଶୀଘ୍ର ବଡ଼ ପରିବର୍ତ୍ତନ ନେଇ ବିଚାରବିମର୍ଶ ଚାଲିଛି। ସାଧାରଣ ସମ୍ପାଦକ ଏବଂ ରଜ୍ୟ ପ୍ରଭାରୀ ସ୍ତରରେ ଅଦଳବଦଳ ହେବା ସହ...

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ

ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ...

୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ …

କୋଲକାତା,୨୦।୯: ୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ … କୋଲକାତା,୨୦।୯: ଆସନ୍ତା ୨୦୨୪ରେ ଦେଶର ପ୍ରଧାନମନ୍ତ୍ରୀ ହେବା ପାଇଁ ପଶ୍ଚିମବଙ୍ଗ...

ଆଇଏଏସ୍‌ ଟପର୍ସଙ୍କ ଚର୍ଚ୍ଚିତ ପ୍ରେମ କାହାଣୀ ଶେଷ

ଜୟପୁର,୧୧।୮: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ଟିନା ଡାବି ଏବଂ ତାଙ୍କ ଆଇଏଏସ ସ୍ବାମୀ ଅଥର ଅମିରଙ୍କ ମଧ୍ୟରେ ଛାଡପତ୍ର ହୋଇଛି। ଉଭୟ ପ୍ରାୟ...

କରୋନାରେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ପରଲୋକ

ଲକ୍ଷ୍ନୌ,୨।୮: କରୋନାରେ ଆକ୍ରାନ୍ତଙ୍କ ହୋଇ ଉତ୍ତରପ୍ରଦେଶ କ୍ୟାବିନେଟ୍‌ ମନ୍ତ୍ରୀ କମଳା ରାଣୀ ବରୁଣଙ୍କ ପରଲୋକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ କମଳା ବୈଷୟିକ ଶିକ୍ଷା...

ଶାନ୍ତିଶ୍ରୀ ଜେଏନ୍‌ୟୁର ପ୍ରଥମ ମହିଳା କୁଳପତି…

ନୂଆଦିଲ୍ଲୀ, ୭।୨ : ଦେଶର ପ୍ରତିଷ୍ଠିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ର ନୂତନ କୁଳପତି ଭାବେ ପ୍ରଫେସର ଶାନ୍ତିଶ୍ରୀ ଧୁୁଲିପୁଡି ପଣ୍ଡିତଙ୍କୁ ନିଯୁକ୍ତି ଦିଆଯାଇଛି।...

ଆର୍‌.ସି.ପି. ସିଂ ହୋଇ ପାରନ୍ତି ଜେଡ଼ିୟୁର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ: ନୀତିଶ ଦେଲେ ସଙ୍କେତ

ପାଟନା,୨୭।୧୨: ଜେଡ଼ିୟୁର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ବିବହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଦଳର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ସଙ୍କେତ...

Advertisement
Archives

Model This Week