ଆଲିଙ୍ଗନ ଦୃଶ୍ୟ ଉପରେ କଟକଣା

ଟିଭିରେ ଆଲିଙ୍ଗନ, ବୋଲ୍ଡ ସିନ୍‌ ଦେଖାଯିବା ଉପରେ ପାକିସ୍ତାନ ଇଲେକ୍ଟ୍ରୋନିକ୍‌ ମିଡିଆ ନିୟନ୍ତ୍ରକ କର୍ତ୍ତୃପକ୍ଷ(ପିଇଏମ୍‌ଆର୍‌ଏ) କଟକଣା ଲଗାଇଛି। ସ୍ଥାନୀୟ ଟିଭି ଚ୍ୟାନେଲଗୁଡ଼ିକୁ ଏ ବାବଦରେ ନୋଟିସ୍‌ ଜାରି କରାଯାଇ କୌଣସି ଡ୍ରାମାରେ ଆଲିଙ୍ଗନ୍‌, ବୋଲ୍ଡ ସିନ୍‌ ଆଦି ନ ଦେଖାଇବାକୁ କୁହାଯାଇଛି। କେତେକ ଡ୍ରାମାରେ ସ୍କ୍ରିନ୍‌ରେ ଆସୁଥିବା ଏଭଳି ଦୃଶ୍ୟ ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ତାହାକୁ ନେଇ ବିବାଦ ସୃଷ୍ଟି ହେଉଛି। ଏହା ‘ସାଧାରଣ ଭାବେ ଗ୍ରହଣୀୟ ମାନକ’ ବିରୋଧରେ ଯାଉଛି। ପାକିସ୍ତାନ ସମାଜରେ ଇସ୍‌ଲାମିକ ଶିକ୍ଷା ଏବଂ ସଂସ୍କୃତିକୁ ସମ୍ପୂର୍ଣ୍ଣ ଅବମାନନା କରାଯାଇ ବିବାହିତ ଦମ୍ପତିଙ୍କ ଅନ୍ତରଙ୍ଗ ମୁହୂର୍ତ୍ତକୁ ଦେଖାଯାଉଛି ବୋଲି ପିଇଏମ୍‌ଆର୍‌ଏ କହିଛି। ତେଣୁ ପ୍ରତ୍ୟେକ ଡ୍ରାମା କଣ୍ଟେଣ୍ଟ୍‌କୁ ସମୀକ୍ଷା କରି ଏହାର ପ୍ରସାରଣ କରାଯିବାକୁ ସମସ୍ତ ଟିଭି ଚ୍ୟାନେଲକୁ ନିର୍ଦ୍ଦେଶ ଦିଆଯାଇଛି। ଏହାର ଅବମାନନା କଲେ ସେମାନଙ୍କ ଟିଭି ଚ୍ୟାନେଲଗୁଡ଼ିକର ଲାଇସେନ୍ସ ରଦ୍ଦ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri