ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ ଯୋଗୁ ଗତ ୨ ବର୍ଷ ହେଲା ବାଲିଯାତ୍ରାର ଆୟୋଜନ ହୋଇ ନଥିଲା। ବର୍ତ୍ତମାନ କରୋନା ସଂକ୍ରମଣ କମୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ପ୍ରସିଦ୍ଧ କଟକ ବାଲିଯାତ୍ରାର ଆୟୋଜନ କରାଯାଇଥାଏ। ଏଥିରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବ୍ୟବସାୟୀ, ଉଦ୍ୟୋଗପତି
ସାମିଲ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ...

ନବୀନ ନିବାସ ସମ୍ମୁଖରୁ ଦମ୍ପତିଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ଥାନାଧିକାରୀଙ୍କ ଦ୍ୱାରା ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଏକ ଦଳିତ ପରିବାର ନ୍ୟାୟ ପାଇଁ ଶେଷରେ ମୁଖ୍ୟମନ୍ତ୍ରୀଙ୍କ...

ସହାୟତାର ହାତ ବଢ଼ାଇଲା ଡିଭାଇନ୍‌ କଲେଜ

ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧...

ଆଇନର ଆଶ୍ରୟ ନେବ ଶିକ୍ଷକ ସଂଘ

ଭୁବନେଶ୍ୱର,୭।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଚାକିରି କରୁଥିବା ସମସ୍ତ ସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ରହିଥିବା ଛୁଟି ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି...

ଗାଧୋଇବାକୁ ଯାଇଥିଲେ ବୃଦ୍ଧା, ଭାଲୁ ଆକ୍ରମଣରେ ଗୁରୁତର

ପାଟଣା,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେତାଙ୍ଗ ଗ୍ରାମରେ ଭାଲୁ ଆକ୍ରମଣରେ ସୋମବାର ଜଣେ ୬୦ ବର୍ଷୀୟା ବୃଦ୍ଧା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ...

ପାଠରେ ଭଲ, ଖେଳରେ ବି କମ୍‌ ନୁହନ୍ତି

ସିମୁଳିଆ,୨୫।୧୦-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ-ନୂଆସାହି ଅଞ୍ଚଳର ବବୁଲୁ ବେହେରାଙ୍କ ୩ ଝିଅ ରୁବି(୧୯), ମାମାଲି(୧୭) ଓ ପ୍ରିୟଙ୍କା (୧୫) ପାଠ ସହିତ ବିଭିନ୍ନ କ୍ରୀଡ଼ାରେ...

ସାଲିଆ ସାହିରେ ରହୁଥିବା ଶାଳୀ ଘରେ ଲୁଚାଇଥିଲେ ୧.୪୧ କୋଟି ଟଙ୍କା, ୩୫ ଭରି ସୁନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି...

ନିଖୋଜ ଦିବ୍ୟାଙ୍ଗ ପୁଅ ଫଟୋ ଧରି ଗଞ୍ଜାମରୁ ଭୁବନେଶ୍ୱର

ଭୁବନେଶ୍ୱର,୨୭।୬(ସୂର୍ଯ୍ୟକାନ୍ତ ବେହେରା): ୬ଦିନ ହେବ ଦିବ୍ୟାଙ୍ଗ ପୁଅ ଘରୁ କେଉଁଆଡେ ପଳାଇଛନ୍ତି। ହେଲେ ପୁଅକୁ ଖୋଜି ଖୋଜି ଶ୍ରମିକ ଦମ୍ପତି ଗଞ୍ଜାମରୁ କଟକ ଓ ଏବେ...

Advertisement
Archives

Model This Week