କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍‌, ଏହି ଅଭିନେତାଙ୍କୁ ମିଳପାରେ ଚାନ୍ସ!

ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ।

ଅରିନ୍ଦମ ରାୟ ବି କଟକ-ବାରବାଟୀରୁ ପ୍ରାର୍ଥୀ ହେବା ନେଇ ଦୀର୍ଘଦିନ ହେଲା ଆଲୋଚନା ହେଉଥିଲା। କାରଣ ଏଠାରେ ସେ ସଙ୍ଗଠନ ଚଳାଇଥିଲେ। ଯଦି ଅନୁଭବଙ୍କୁ କଟକ-ବାରବାଟୀ ଦିଆଯାଏ, ତା’ ହେଲେ ସାଲେପୁର ଆସନ ଅରିନ୍ଦମଙ୍କୁ ମିଳିବା ଚର୍ଚ୍ଚା ହେଉଛି। ଉଭୟ ଅନୁଭବ ମହାନ୍ତି, ଅରିନ୍ଦମ ରୟଙ୍କ ନିର୍ବାଚନମଣ୍ଡଳୀ ହେଉଛି କଟକ-ବାରବାଟୀ । ତେବେ ଜଣକୁ କଟକ-ବାଟବାଟୀ ଦେଲେ ଅନ୍ୟ ଜଣଙ୍କୁ ସାଲେପୁର ଦେଇପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି ।

ସୂଚନାଥାଉ କି, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବ । କୋରାପୁଟ, କଳାହାଣ୍ଡି , ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଓ ଏଥି ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri