କଟକ ଦଶହରା ଗଣ୍ଡଗୋଳ: ଆଉ ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୯ା୧୦: କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ପୂର୍ବରୁ ୬ ଜଣ ଗିରଫ ହୋଇଥିବାବେଳେ ଗୁରୁବାର ଆଉ ୩ ଗିରଫ ହୋଇଥିବା କହିଛନ୍ତି ଏସିପି ଗିରିଜା ଚକ୍ରବର୍ତ୍ତୀ। ତେବେ ଆଗକୁ ଆଉ ଅଧିକଙ୍କୁ ଗିରଫ କରାଯାଇପାରେ ବୋଲି ସେ କହିଛନ୍ତି।

ହାତୀପୋଖରୀ ଓ କଦମ ରସୁଲ ଅଞ୍ଚଳରେ କମିଶନରେଟ୍‌ ପୋଲିସ କଡ଼ା ଯାଞ୍ଚ କରୁଛି। ୨ ଏସିପି, ୩ ଆଇଆଇସିଙ୍କ ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ତେବେ ଘର ଘର ବୁଲି କେନ୍ଦ୍ରୀୟ ଫୋର୍ସ ସହ କମିଶନରେଟ ପୋଲିସ ଯାଞ୍ଚ କରୁଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନରେ ଶୁଭେ, ହେଲେ ରାତିରେ କାହିଁକି ଶୁଣାଯାଏ ନାହିଁ AeroPlaneର ଶବ୍ଦ? କାରଣ ଜାଣିଲେ…

ପ୍ଲେନ ବା ଉଡାଜାହାଜ ଦିନ ଭଳି ରାତିରେ ମଧ୍ୟ ଉଡାଣ ଭରିଥାଏ। ଦିନରେ ଏହା ଉଡିବା ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭିଥାଏ। ହେଲେ ରାତିରେ ସେଭଳି...

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ଶାଖା

ନୂଆଦିଲ୍ଲୀ,୧୩।୧: ଓଡ଼ିଶାରେ ପ୍ରତିଷ୍ଠା ହେବ ଅଭିନେତା ତିଆରି କାରଖାନା। ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (NSD) ର ଏକ ରାଜ୍ୟସ୍ତରୀୟ ଶାଖା କେନ୍ଦୁଝର ଜିଲାରେ ପ୍ରତିଷ୍ଠା...

କଳାହାଣ୍ଡି ଉତ୍ସବ-ଘୁମୁରା: ଥୁଆମୂଳ ରାମପୁରରୁ ବାହାରିଲା ମଶାଲ ଶୋଭାଯାତ୍ରା…

ଥୁଆମୂଳ ରାମପୁର, ୧୩ା୧ (ଦୁର୍ଗା କୀର୍ତ୍ତି): ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ନିମନ୍ତେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକରୁ ଏକ ଭବ୍ୟ ମଶାଲ ଶୋଭାଯାତ୍ରା...

ପର୍ଯ୍ୟଟନସ୍ଥଳୀକୁ ପ୍ଲାଷ୍ଟିକ ମୁକ୍ତ ଯୋଜନା: ବନବିହାରରେ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ)-ଗଞ୍ଜାମ  ଜିଲା  ଭଞ୍ଜନଗର ବନ ବିହାର ପରିସରରେ ମଙ୍ଗଳବାର ପ୍ଲାଷ୍ଟିକ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନଷ୍ଠିତ ହୋଇଯାଇଛି। ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ପ୍ଲାଷ୍ଟିକ ମୁକ୍ତ କରିବା...

ନାବାଳକ ବିବାହ ଦଣ୍ଡନୀୟ ଅପରାଧ: ଶିକ୍ଷା-ସ୍ବାସ୍ଥ୍ୟ ଉପରେ ପକାଇଥାଏ କୁପ୍ରଭାବ; ଆଇନ ସଚେତନତା କାର୍ଯ୍ୟକ୍ରମରେ…

ଭଞ୍ଜନଗର,୧୩।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ (ବ୍ରହ୍ମପୁର) ସହଯୋଗରେ ଭଞ୍ଜନଗର ତାଲୁକ ଆଇନ ସେବା ସମିତି ପକ୍ଷରୁ ମଙ୍ଗଳବାର ସା ୪ ଟାରେ ଭଞ୍ଜନଗର...

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି...

ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ...

୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri