ସ୍ବର୍ଗଦ୍ବାରରେ ବିଚାରପତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ଝିଅ ପ୍ରୀତିସ୍ନିଗ୍ଧା ମୁଖାଗ୍ନି ଦେଇଛନ୍ତି। ଶୁକ୍ରବାର ସୁବାସ ସିଡିଏ ସେକ୍ଟର ୯ ସରକାରୀ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ପୋଲିସ ଏ ନେଇ ତଦନ୍ତ ଜାରି ରଖିଛି। ତେବେ ତାଙ୍କର ଏଭଳି କାର୍ଯ୍ୟକଳାପକୁ ନେଇ ଅନେକ ପ୍ରଶ୍ନ ଉଠୁଛି ।
ଘରେ ସ୍ତ୍ରୀ ଓ ଝିଅ ନଥିବା ବେଳେ ସେ ଆତ୍ମହତ୍ୟା କରିଥିଲେ। ଶୁକ୍ରବାର ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଳ, ବ୍ୟକ୍ତିଗତ ଭାବମୂର୍ତ୍ତି ଦେଖୁଛନ୍ତି ଭୋଟର

ନବରଙ୍ଗପୁର,୯।୨(ବି.ପ୍ର.) ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ୩ ଜିଲା ପରିଷଦ ଜୋନ୍‌। ତିନୋଟି ଜୋନ୍‌ରେ ଭାଜପା, କଂଗ୍ରେସ ଓ ବିଜେଡି ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ।...

ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ

ମାଲକାନଗିରି,୩୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି...

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ...

ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି।...

ମନ୍ତ୍ରୀଙ୍କ ଗାଡ଼ି ଭାଙ୍ଗିଦେଲେ

କର୍ଲାମୁଣ୍ଡା,୮ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଆଜି ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା...

କଟକରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି

କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍‌ସି...

ଜଳିଗଲା ଘର: ଲାଗିଲାନି ଦମକଳ କେନ୍ଦ୍ରର ଫୋନ

ବସ୍ତା,୨୮।୩ (ଡି.ଏନ.ଏ.)-ରୂପ୍‌ସା ଥାନା ବରହମପୁର ଝିଙ୍କିରିଆ ଗ୍ରାମରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଘର ଜଳିଯାଇଛି। ମଧ୍ୟାହ୍ନରେ ଶ୍ୟାମସୁନ୍ଦର ମାରାଣ୍ଡିଙ୍କ ଘରେ ନିଆଁ ଲାଗିଯାଇଥିଲା। ଜରୁରୀ ସମୟରେ...

ତାରାତାରିଣୀ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୧୮ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ପୀଠରେ ପାର୍ବଣ ପୂଜା ଶନିବାର ରାତି ପବିତ୍ର ମୂଳାଷ୍ଟମୀଠାରୁ ଆରମ୍ଭ ହୋଇଛି। ଏହା ଦୀର୍ଘ...

Advertisement
Archives

Model This Week