Posted inକଟକ

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ମହିଳା ଜଣଙ୍କଙ୍କ ନାମ ଫୁଲ କହର ବୋଲି ଜଣାପଡିଛି । ଏକ ବନ୍ଦ ଘରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି ।

ଫୁଲ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ପରିତ୍ୟକ୍ତ କୁଡ଼ିଆ ଘରେ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କାହିଁକି ଏଭଳି କାଣ୍ଡ ଭିଆଇଲା ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?