ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ପୂର୍ବତନ ଡିସିପି ଅଖିଳେଶ୍ୱରଙ୍କ ପୁରୀ ଏସପି ଭାବେ ବଦଳି ହୋଇଛି। ସେହିଭଳି କନ୍ଧମାଳ ଏସପି ପ୍ରତୀକ ସିଂଙ୍କ କଟକ ଡିସିପି ଭାବେ ବଦଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ସମସିଆ ଘେରରେ ୫୦ ବଛର ପୁରନା ସ୍କୁଲ

ବିନିକା, ୭ା୧(ଡି.ଏନ୍‌.ଏ.)- ସରକାର ପ୍ରାଥମିକ ଶିକ୍ଷାକେ ଗୁରୁତ୍‌ ଦେଇ ଅନେକ ଯୋଜନା ଜରିଆରେ କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର...

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ...

ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର...

୩୦୦ ଲୋକଙ୍କୁ ତଡ଼ିଦେଲେ

ପାଟଣା,୨୪।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗାଁକୁ ଅପ୍ରେଲ ମାସରେ ବାହାର ରାଜ୍ୟରୁ ଚାଲିଆସିଥିଲେ ପ୍ରାୟ ୩୦୦ ଲୋକେ। ମହାରାଷ୍ଟ୍ରର...

ନାବାଳିକାଙ୍କୁ ଅପହରଣ, ବଳାତ୍କାର ମାମଲା : ହାଇଦ୍ରାବାଦରୁ ଅଭିଯୁକ୍ତ ଗିରଫ

ଛତ୍ରପୁର,୧୨ା୭(ଡି.ଏନ.ଏ): ନାବାଳିକାଙ୍କୁ ଅପହରଣ ଓ ପରେ ବଳାତ୍କାର କରିବା ମାମଲାର ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବାବୁଲି ସେଠୀ।...

ରାଜନଗର ଗୁପ୍ତି ଷ୍ଟେଟ୍‌ ବ୍ୟାଙ୍କରୁ ଚୋରି

ରାଜନଗର,୧୭।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗୁପ୍ତିସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏହା ଜାଣିବା...

ପୁରୀ ଅନ୍ତର୍ଜାତୀୟ ଡ୍ୟାନ୍ସ ଫେଷ୍ଟିଭାଲ: ଦାରିଙ୍ଗବାଡ଼ିର ଶିଶୁ କଳାକାରଙ୍କ ଅଂଶଗ୍ରହଣ

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳର ୪ ଜଣ ଶିଶୁ କଳାକାର ପୁରୀରେ ଚାଲିଥିବା ପୁରୀ ଅନ୍ତର୍ଜାତୀୟ ଫେଷ୍ଟିଭାଲରେ ଅଂଶଗ୍ରହଣ କରିଛନ୍ତିା ସେମାନେ ହେଲେ ଆଫ୍ରିନ...

Advertisement


Archives

Model This Week