ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ପୂର୍ବତନ ଡିସିପି ଅଖିଳେଶ୍ୱରଙ୍କ ପୁରୀ ଏସପି ଭାବେ ବଦଳି ହୋଇଛି। ସେହିଭଳି କନ୍ଧମାଳ ଏସପି ପ୍ରତୀକ ସିଂଙ୍କ କଟକ ଡିସିପି ଭାବେ ବଦଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଲାଗି ଟ୍ବିନ୍‌ ସିଟିରେ ଆଲର୍ଟ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବାରୁ ଟ୍ବିନ୍‌ ସିଟିରେ...

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି।...

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ...

ସାନକିରାସିରା ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ: ଉଡିଗଲା ଆଜବେଷ୍ଟସ ଛପର, ଯୁବକ ମୃତ

ସୋନପୁର,୨୪।୪(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ବ୍ଲକ ସାନକିରାସିରା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଇନ୍ଧନ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟି ସିନୁ ପଧାନ(୨୪)ଙ୍କ...

ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର...

ବାତ୍ୟା ଆଶ୍ରୟ ସ୍ଥଳୀରେ ବିତୁଛି ୨୪ ପରିବାରଙ୍କ ଜୀବନ

ପାରଳାଖେମୁଣ୍ଡି,୧୮ା୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାକୁ ଚାରିବର୍ଷ ବିତିଛି। ହେଲେ ଆଜିବି ପାରଳାଖେମୁଣ୍ଡି ପୌରପାଳିକା ଅଞ୍ଚଳରେ ୨୪ ପରିବାର ବାସହରା ହୋଇ ସ୍କୁଲ ଘରେ ଅସ୍ଥାୟୀ ବାତ୍ୟା ଆଶ୍ରୟ...

ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍‌ରୋଗ ଚିକିତ୍ସା କେନ୍ଦ୍ର

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍‌ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ...

ସଫେଇ କର୍ମଚାରୀ ସମ୍ମାନିତ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.)- ବାଲିଗୁଡ଼ା ଏନ୍‌ଏସିରେ କାର୍ଯ୍ୟରତ ୫୦ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ସଫେଇ କର୍ମଚାରୀଙ୍କୁ ଉପଢ଼ୌକନ ଦେଇ ସମ୍ମାନିତ କରିଛନ୍ତି ଫୁଲବାଣୀର ଯୁବ ସାମାଜିକ କର୍ମୀ...

Advertisement
Archives

Model This Week