ସୌନ୍ଦର୍ଯ୍ୟକରଣ ଆଳରେ ଗଛ କଟା

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳୀର ଏକ ବିଦ୍ୟାଳୟ ପରିସରରେ ସାୈନ୍ଦର୍ଯ୍ୟକରଣ ଆଳରେ ବ୍ୟାପକ ଗଛ କଟାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଫଳରେ ବିଦ୍ୟାଳୟ ପରିସର କ୍ଷତିଗ୍ରସ୍ତ ହୋଇଛି। ଜଙ୍ଗଲ ଓ ପରିବେଶର ସୁରକ୍ଷା କରିବା ସହ ବନୀକରଣକୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ ଏଠାରେ ବହୁ ପୁରୁଣା ବଡ଼ ବଡ଼ ଗଛ କଟାଯାଉଥିବାରୁ ତାହାକୁ ନେଇ ସ୍ଥାନୀୟ ଅଞ୍ଚଳର ପ୍ରକୃତିପ୍ରେମୀ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଏହି ଗଛ ବଢିବା ପାଇଁ ୨୦/୩୦ ବର୍ଷ ଲାଗିଥିବା ବେଳେ ଏହାର ସୁରକ୍ଷା ନ କରି ଏବଂ ନୂତନ ଗଛ ନ ଲଗାଇ କାଟି ଦେବା କେତେଦୂର ଆଇନସଙ୍ଗତ ତାହା ବନ ବିଭାଗ ନିର୍ଦ୍ଧାରଣ କରି ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri