Posted inଜାତୀୟ

ସିଭିି ଆନନ୍ଦ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ

କୋଲକାତା,୧୭।୧୧: ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳଙ୍କ ନାମ ଗୁରୁବାର ଘୋଷଣା କରାଯାଇଛି। ୭୧ ବର୍ଷୀୟ ଡକ୍ଟର ସିଭି ଆନନ୍ଦ ବୋଷଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଗୁରୁବାର ରାଷ୍ଟ୍ରପତି ଭବନରୁ ଏକ ବିବୃତ୍ତି ଜାରି କରି ଏହି ଘୋଷଣା କରାଯାଇଛି। ଉକ୍ତ ପ୍ରେସ୍‌ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ଭାରତର ରାଷ୍ଟ୍ରପତି ଡକ୍ଟର ସିଭି ଆନନ୍ଦ ବୋଷଙ୍କୁ ପଶ୍ଚିମବଙ୍ଗର ନିୟମିତ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇ ଖୁସି ବ୍ୟକ୍ତ କରିଛନ୍ତି। ଏହି ନିଯୁକ୍ତି ସେ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ କାର୍ଯ୍ୟକାରୀ ହେବ। ସୂଚନାଯୋଗ୍ୟ, ଡକ୍ଟର ଆନନ୍ଦ ବୋଷ ବର୍ତ୍ତମାନ ମେଘାଳୟ ସରକାରଙ୍କ ପରାମର୍ଶଦାତା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri