Posted inଜାତୀୟ

ସରକାରୀ ବାବୁଙ୍କୁ ସିଭିସି ଛାଟ: ୩୦ ନଭେମ୍ବର ସୁଦ୍ଧା ଦେବାକୁ ହେବ ସମ୍ପତ୍ତି ତାଲିକା, ଅନ୍ୟଥା ଦୃଢ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୫।୧୧: ସେଣ୍ଟ୍ରାଲ ଭିଜିଲାନ୍ସ୍‌ କମିଶନ(ସିଭିସି) ପକ୍ଷରୁ ସରକାରୀ ବାବୁମାନଙ୍କୁ ତାଗିଦ୍‌ କରାଯାଇଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ ସରକାରୀ ଅଫିସରଙ୍କୁ ସେମାନଙ୍କର ସମ୍ପତ୍ତି ତାଲିକା ଦାଖଲ କରିବାକୁ ପଡ଼ିବ। ଅନ୍ୟଥା ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଭିସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହାର ଉଲ୍ଲଂଘନ କରିଥିବା ଅଫିସରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୌଣସି ଅଫିସର ବର୍ତ୍ତମାନ ସୁଦ୍ଧା ସେମାନଙ୍କର ୨୦୧୯ର ସମ୍ପତ୍ତି ତାଲିକା ସମ୍ପର୍କିତ ବିବରଣୀ ଦାଖଲ କରି ନ ଥିବା ସିଭିସି ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣବଳାତ୍କାର ପରେ ମହିଳାଙ୍କ ଜିଭ କାଟିଦେଲେ

ଲକ୍ଷ୍ନୌ୍‌,୨୭।୯: ପଶ୍ଚିମ ଉତ୍ତରପ୍ରଦେଶର ହଥରାସ୍‌ରେ ଜଣେ ଅନୁସୂଚିତ ଜାତିର ମହିଳା(୨୦)ଙ୍କୁ ଗ୍ରାମର ୪ ଜଣ ଉଚ୍ଚଜାତିର ଯୁବକ ଅମାନୁଷିକ ଭାବେ ଗଣବଳାତ୍କାର କରିବା ପରେ ଜିଭ...

ରାହୁଲଙ୍କ ପରାଜୟକୁ ନେଇ ମୁହଁ ଖୋଲିଲେ ମାନେକା: କହିଲେ, ‘ରାଜନୀତି ପିଲାଖେଳ ନୁହେଁ’

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପରମ୍ପରାଗତ ଆସନ ଅମେଠିରୁ ପରାଜିତ ହୋଇଛନ୍ତି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ତାଙ୍କ ଖୁଡୀ ତଥା ଭାଜପା...

ଅର୍ଥାଭାବରୁ ପ୍ରବାସୀ ଶ୍ରମିକ ରେଳ ଯାତ୍ରାରୁ ବଞ୍ଚିତ ନ ହୁଅନ୍ତୁ : କର୍ନାଟକ ହାଇକୋର୍ଟ

ନୂଆଦିଲ୍ଲୀ,୧୫।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଫସି ରହିଛନ୍ତି। ଏପରି କି କାମଧନ୍ଦା ପାଉ ନ ଥିବାରୁ ଅନେକ ପ୍ରବାସୀ ଶ୍ରମିକ ଅର୍ଥାଭାବ...

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ- ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ, ୩୧।୫: ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ...

କାର୍‌ ବୁକ୍‌ କରି ପରଟା ଖାଇବାକୁ ଯାଇଥିଲେ, ଘଟିଲା ଏମିତି କାଣ୍ଡ

ନୂଆଦିଲ୍ଲୀ,୩।୯:ଜଣେ କ୍ୟାବ ଡ୍ରାଇଭରଙ୍କଠାରୁ ଲୁଟ୍‌ ଅଭିଯୋଗରେ ଦିଲ୍ଲୀ ପୋଲିସ ଦୁଇ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସମସ୍ତ ଅଭିଯୁକ୍ତ ହରିୟାଣାର...

ଭାରତ-ଇସ୍ରାଏଲ ମିଳିତ ଭାବେ ପ୍ରସ୍ତୁତ କରିବେ ହାଇଟେକ୍ ଅସ୍ତ୍ର ପ୍ରଣାଳୀ

ନୂଆଦିଲ୍ଲୀ,୨୬ ।୯: ଭାରତ ଓ ଇସ୍ରାଏଲ ସେମାନଙ୍କର ପ୍ରତିରକ୍ଷା ସହଭାଗିତାକୁ ଆହୁରି ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି । ଏଥିପାଇଁ ଉଭୟ ଦେଶ ଉଚ୍ଚ ବୈଷୟିକ...

ତଳମୁହାଁ ଅର୍ଥନୀତି, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ/ମୁମ୍ବାଇ,୧୨ା୪: କରୋନା ଭୂତାଣୁର ଦ୍ୱିତୀୟ ଲହର ପ୍ରଥମଠାରୁ ଆହୁରି ଘାତକ ହେବ ବୋଲି ଆଶଙ୍କା କରାଯାଉଥିବାବେଳେ ଭାରତର ଟିକାକରଣ ହାର ଅନ୍ତର୍ଜାତୀୟ ସ୍ତରରେ ପଛରେ ପଡ଼ିଯାଇଛି।...

ବସ୍‌ରେ ହିନ୍ଦୀ ଲେଖାକୁ ବିରୋଧ କଲା ଡିଏମକେ

ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍‌ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି...

Advertisement


Archives

Model This Week

Why Dharitri