Posted inଖେଳ

ଓ୍ବେଷ୍ଟଇଣ୍ଡିଜର ସମସ୍ତ ଖେଳାଳି ଖେଳିବେ

ବାଙ୍ଗାଲୁରୁ,୧୪।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ମେଗା ଅକ୍‌ଶନର ଦିନକ ପରେ ଓ୍ବେଷ୍ଟଇଣ୍ଡିଜର ପ୍ରତ୍ୟେକ ଖେଳାଳି ଆସନ୍ତା ସଂସ୍କରଣରେ ଖେଳିବେ। ଏହା ସ୍ପଷ୍ଟ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ପ୍ରତ୍ୟେକ ବର୍ଷ ଲିଗ୍‌ ଲାଗି ଏକ ସ୍ପେଶାଲ ଓ୍ବିଣ୍ଡୋ ନିଶ୍ଚିତ କରିଛି ଏହି ବୋର୍ଡ।

“ସିଡବ୍ଲ୍ୟୁଆଇ ପ୍ରତ୍ୟେକ ବର୍ଷ ଆଇପିଏଲ ପାଇଁ ଏକ ସ୍ପେଶାଲ ଓ୍ବିଣ୍ଡୋ ଗ୍ୟାପ୍‌ ରଖିଛି। ଏ ସମ୍ପର୍କରେ ଖେଳାଳିଙ୍କ କଣ୍ଟ୍ରାକ୍ଟରେ ଉଲ୍ଲେଖ କରାଯାଇଛି। ଫଳରେ ଓ୍ବେଷ୍ଟଇଣ୍ଡିଜର ପ୍ରତ୍ୟେକ ଖେଳାଳି ଲାଗି ସମ୍ପୂର୍ଣ୍ଣ ଉପଲବ୍ଧ ହେବେ। ଚଳିତ ବର୍ଷ ଆଇପିଏଲ ୨୦୨୨ ଅପ୍ରିଲ ଓ ମେ’ ମଧ୍ୟରେ ହେବାକୁ ଯାଉଛି” ବୋଲି ବୋର୍ଡ ପକ୍ଷରୁ ସୋମବାର ଏକ ବିବୃତିରେ କୁହାଯାଇଛି।

ଗତ ୧୨ ଓ ୧୩ ତାରିଖରେ ବାଙ୍ଗାଲୁରୁଠାରେ ଆୟେଜିତ ମେଗା ଇଭେଣ୍ଟରେ ୧୪ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କୁ ବିଭିନ୍ନ ଦଳରେ ସ୍ଥାନ ମିଳିଛି। ପୂର୍ବରୁ ୩ ଖେଳାଳିଙ୍କୁ ରିଟେନ ରଖାଯାଇଥିଲା। ଫଳରେ ସର୍ବାଧିକ ୧୭ ଓ୍ବେଷ୍ଟଇଣ୍ଡିଜ ଖେଳାଳି ଚଳିତ ବର୍ଷ ଆଇପିଏଲରେ ଖେଳିବେ। ଅନ୍ୟ ଯେକୌଣସି ଦେଶର ଖେଳାଳିଙ୍କ ଅପେକ୍ଷା ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କ ସଂଖ୍ୟା ସର୍ବାଧିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ଭଳି ଆଇସିସି ଦିନିକିଆ ଦଳରେ ମଧ୍ୟ ଭାରତୀୟଙ୍କ ପାଇଁ ସ୍ଥାନ ନାହିଁ

ଦୁବାଇ,୨୦।୧: ଆଇସିସି ପୁରୁଷ ଟି୨୦ ଭଳି ବର୍ଷର ଦିନିକିଆ ଦଳରେ ମଧ୍ୟ କୌଣସି ଭାରତୀୟ ଖେଳାଳିଙ୍କୁ ସ୍ଥାନ ମିଳିନାହିଁ। କେବଳ ଭାରତୀୟ ଖେଳାଳିଙ୍କୁ ଏହି ଦଳରେ...

ପ୍ରଥମ ମହିଳା ଭାରତୀୟ ମହିଳା ବ୍ୟାଟ୍ସମ୍ୟାନ୍‌ ଭାବେ ମନ୍ଧନା ରଚିଲେ ଇତିହାସ

ନର୍ଥ ସାଉଣ୍ଡ, ୭।୧୧: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଏକଦିବସୀୟ ସିରିଜରେ ଭାରତ ୨-୧ରେ ସିରିଜ ଜିତିଛି। ସ୍ମୃତି ମନ୍ଧନା ଏବଂ ଜେମିମି ରୋଡ୍ରିଗଜଙ୍କ...

ଗାଙ୍ଗୁଲିଙ୍କୁ ଫୋନ କଲେ ଦ୍ରାଭିଡଙ୍କ ପୁଅ, ବାପାଙ୍କ ନାଁରେ କଲେ ଅଭିଯୋଗ

ନୂଆଦିଲ୍ଲୀ,୧୫।୧୧: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ୍‌ ଇଣ୍ଡିଆ (ବିସିସିଆଇ) ଚଳିତ ମାସ ଆରମ୍ଭରେ ରାହୁଲ ଦ୍ରାଭିଡଙ୍କୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ...

ଆଙ୍ଗୁଳିରୁ ବାହାରୁ ଥିଲା ଧାର ଧାର ରକ୍ତ: ଖେଳିଚାଲିଥିଲେ ଧୋନୀ

ବର୍ମିଂହାମ, ୩।୭: ଚଳିତ ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବାଂଲାଦେଶ ୨୮ ରନରେ ଭାରତ ନିକଟରୁ ପରାସ୍ତ ହୋଇଛି। ଭାରତ ୧୩ ପଏଣ୍ଟ ସହ...

ବିରାଟ କୋହଲିଙ୍କ ପାଇଁ ପାଗଳ ଥିଲେ ଏହି ପାକିସ୍ତାନ ମହିଳା କ୍ରିକେଟର, ଶେଷରେ…

ବିଶ୍ୱର ସବୁଠୁ ସୁନ୍ଦର ମହିଳା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ ପାକିସ୍ତାନର ଷ୍ଟାର ଅଲରାଉଣ୍ଡର କ୍ୟାନନ୍‌ ଇମ୍‌ତିଆଜ୍‌ଙ୍କ ଗତ ଜୁଲାଇ-୯ରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ନିର୍ବନ୍ଧ...

ଓଡ଼ିଶା ଓମେନ୍ସ ଲିଗ୍‌ ଉଦ୍‌ଘାଟିତ: ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋର୍ଟ୍ସ ହଷ୍ଟେଲର ବୃହତ୍‌ ବିଜୟ

ଭୁବନେଶ୍ୱର,୧।୩(ସ୍ପୋର୍ଟ୍ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌...

ଇନ୍ଦୋର ପିଚ୍‌କୁ ନିମ୍ନମାନର ବିବେଚନା କଲା ଆଇସିସି

ଇନ୍ଦୋର, ୩ା୩: ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମ ପିଚ୍‌କୁ ନିମ୍ନମାନର ବିବେଚନା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଠାରେ ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ ଖେଳାଯାଇଥିଲା।...

ଅଲିମ୍ପିକ୍ସ ସ୍ବପ୍ନରେ ବିଭୋର ବିବେକ

ଭୁବନେଶ୍ୱର, ୨୪।୧୦(କ୍ରୀଡ଼ା ପ୍ରତିନିଧି)- ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିରେ ଭାରତର ଉଭୟ ମହିଳା...

Advertisement
Archives

Model This Week