Posted inଜାତୀୟ

୧୧ରେ ଭାରତ ଉପରେ ହେବ ସାଇବର ଆକ୍ରମଣ, ମିଳିଲା ଧମକ

ନୂଆଦିଲ୍ଲୀ,୯ା୧୨: ଦେଶକୁ ଏକ ବଡ଼ଧରଣର ସାଇବର ଆକ୍ରମଣ ଧମକ ମିଳିଛି। ଏପରି ଧମକ ଦେଇଛି ପାକିସ୍ତାନୀ ହ୍ୟାକର୍ସ ଗ୍ରୁପ୍‌। ଏହି ଗ୍ରୁପ୍‌ ଲେଖିଛି, ଡିସେମ୍ବର ୧୧ରେ ଭାରତରେ ଏକ ‘ସାଇବର ପାର୍ଟି’ ଆୟୋଜନ ହେବ। ଏହାକୁ କେନ୍ଦ୍ର ସରକାର ଗୁରୁତର ସହ ନେଇ ସଜାଗ ରହିଛନ୍ତି।

ପୂର୍ବରୁ ଆମେରିକା, ଇସ୍ରାଏଲ ଏବଂ ସ୍ବିଡେନ ଭଳି ଦେଶ ଉପରେ ସାଇବର ଆକ୍ରମଣ କରିଥିବା ପାକିସ୍ତାନୀ ଓ ଇଣ୍ଡୋନେସିଆ ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ଭାରତ ଉପରେ ବି ଏପରି ବଡ଼ଧରଣର ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ଏହି ଗ୍ରୁପ୍‌ର ଧମକ ପରେ କେନ୍ଦ୍ରୀୟ ଏଜେନ୍ସିଂଗୁଡ଼ିକ ସତର୍କ ହୋଇଯାଇଛନ୍ତି। ବିଶେଷକରି ହ୍ୟାକର୍ସମାନେ ସ୍ବାସ୍ଥ୍ୟକ୍ଷେତ୍ରକୁ ଟାର୍ଗେଟ କରିପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ସ୍ବାସ୍ଥ୍ୟକ୍ଷେତ୍ର ହିଁ ହ୍ୟାକର୍ସମାନଙ୍କ ରାଡାରରେ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri