ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର କ୍ୟାମ୍ପେନ୍‌

ରାୟଗଡ଼ା,୨୮ା୯(ଭାଗ୍ୟଶ୍ରୀ ମିଶ୍ର): ସାଇବର ନିରାପତ୍ତା କ୍ୟାମ୍ପେନ ଆଗାମୀ ୩୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୫ରେ ସରିବ। ଏନେଇ ଗୁରୁବାର ସ୍ଥାନୀୟ ଜିଲା ପରିଷଦ ସଭାଗୃହରେ ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ ରାଜ୍ୟ ଏବଂ ଜିଲାରେ ଦ୍ରୁତଗତିରେ ଅନେକ ସାଇବର କେସ୍‌ ବଢ଼ିବାରେ ଲାଗିଛି। ଆଜିର ଯୁଗରେ ସମସ୍ତେ ମୋବାଇଲରେ ଅଭ୍ୟସ୍ତ। ତେଣୁ ନିଜର ସମସ୍ତ ପେମେଣ୍ଟ, ଅର୍ଡର ସବୁ କ୍ଷେତ୍ରରେ ମୋବାଇଲକୁ ବହୁଳ ଭାବେ ବ୍ୟବହାର କରୁଛନ୍ତି। ହେଲେ ଅଧିକାଂଶ ସମୟରେ ଆର୍ଥିକ, ମାନସିକ ଭାବେ ଠକାମୀର ଶିକାର ହୋଇଥାନ୍ତି। ଏହାକୁ ରୋକିବା ପାଇଁ ତୃଣମୂଳସ୍ତରରୁ ସଚେତନତା ଜରୁରୀ ବୋଲି କହିଛନ୍ତି।

ଏହି ପରିପ୍ରେକ୍ଷୀରେ ଏକ ସଚେତନତା ରଥ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହେବ। ଏହା ରାୟଗଡ଼ାରେ ପହଞ୍ଚିବା ପରେ ଜିଲାର ବିଭିନ୍ନ ଥାନା, ଜନଗହଳି ଅଞ୍ଚଳ ତଥା ଗ୍ରାମାଞ୍ଚଳ ବିଦ୍ୟାଳୟକୁ ଯାଇ ପ୍ରତ୍ୟେକ ବର୍ଗର ଲୋକଙ୍କୁ ସଚେତନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri