ଲୋକସଭା ବାଚସ୍ପତିଙ୍କ ନାଁ ନେଇ ମାଗୁଥିଲେ ଟଙ୍କା, ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମକାର୍ଡ ବ୍ୟବହାର କରି କେତେକ ସାଇବର ରାଜନେତାମାନଙ୍କ ନାଁରେ ଟଙ୍କା ମାଗୁଛନ୍ତି। ଏହି ଠକାମିରୁ ବାଦ୍‌ ପଡିନି ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନାଁ। କ୍ରାଇମବ୍ରାଞ୍ଚ ପକ୍ଷରୁ ଦିଆଯାଇଥିବା ଏହି ନମ୍ବର- ୯୪୩୯୦ ୭୩୮୭୦ ଯାହାକୁ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନମ୍ବର କହି ସାଇବର ଠକ ଟଙ୍କା ମାଗୁଥିଲେ । ହ୍ବାଟସ ଆପ୍‌ ନମ୍ବରରେ ଡିପି ରଖି ଟଙ୍କା ମାଗୁଥିଲେ। ଏହି ନମ୍ବର ଦ୍ୱାରା ବିଭିନ୍ନ ଲୋକଙ୍କୁ ହ୍ବାଟସ ଆପ ଓ ଫୋନ କଲ ଜରିଆରେ ଠକେଇ କରିବାକୁ ଉଦ୍ୟମ ହୋଇଛି। ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ତଦନ୍ତ କରିଥିଲା । ଫୋନ ନମ୍ବର ଢେଙ୍କାନାଳ ଜିଲାର ତାଲବାରକୋଟରୁ ବ୍ୟବହାର ହୋଇଥିବା ଜାଣିବାକୁ ମିଳିଥିଲା। ତିନିଟି ଭିନ୍ନ ଭିନ୍ନ ଫୋନ୍‌ରେ ଏହି ନମ୍ବରକୁ ବ୍ୟବହାର କରାଯାଇଥିଲା।
ମାମଲାରେ ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ହାତରେ ବିଭିନ୍ନ କମ୍ପାନୀର ୧୪ ହଜାରରୁ ଅଧିକ ସିମ କାର୍ଡ ମଧ୍ୟ ଜବତ ହୋଇଛି। ମାତ୍ର ୪୦୦ ଟଙ୍କାରେ ବିନା ପ୍ରମାଣପତ୍ରରେ ଏହି ସିମ୍‌ କାର୍ଡ ଗୁଡ଼ିକ ବିକ୍ରି ହେଉଥିଲା। ସାଇବର କ୍ରାଇମ ସମେତ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ଏସବୁ ବ୍ୟବହାର କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri