ମୋବାଇଲ ଫୋନ ଯୋଗୁ ବଢୁଛି ସାଇବର ଠକେଇ: ହୋଇଯାନ୍ତୁ ସାବଧାନ

ଗଞ୍ଜାମ,୩୦।୧୦(ବିଦ୍ୟାଧର ସାହୁ): ରାଜ୍ୟରେ ପ୍ରତ୍ୟେକ ଦିନ କୋଉଠି ନା କୋଉଠି ଜଣେ ବ୍ୟକ୍ତି ସାଇବର ଠକେଇ ଶିକାର ହେଉଛନ୍ତି l ମୋବାଇଲ ଫୋନ ଦ୍ୱାରା ସାଇବର ଠକେଇ ବୃଦ୍ଧି ପାଉଥିବା ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଅନୁଷ୍ଠିତ ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମରେ ଉପସ୍ଥିତ ଅଧିକାରୀ ମାନେ ମତବ୍ୟକ୍ତ କରିଥିଲେ l
ଗୁରୁବାର ସହରସ୍ଥିତ ଗ୍ରାସୀମ କମ୍ପାନୀ କାର୍ଯ୍ୟାଳୟ ପରିସରରେ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ କମ୍ପାନୀ ୟୁନିଟ ହେଡ଼ ଅଜୟ କୁମାର ଗୁପ୍ତା, ମାନବ ସମ୍ବଳ ଅଧିକାରୀ ତଥା ଏଚଆର ହେଡ଼ ନିରଜୟ ପଟ୍ଟନାୟକ,ସିଏସଆର ମୁଖ୍ୟ ସୁସ୍ମିତା ବେହେରା,ଏଡିସନାଲ ଏସପି ସୀମା ସୱାଇଁ, ଛତ୍ରପୁର ଏସଡିପିଓ ଚନ୍ଦନ ଘଡ଼ାଇ, ଆଇଆଇସି ସୁମିତ୍ରା ପାତ୍ର ଏବଂ ଏସଆଇ ଅନିରୁଦ୍ଧ ସୱାଇଁ ପ୍ରମୁଖ ଉପସ୍ଥିତ ଥିଲେ l
ସମାଜରେ ବଢିଚାଲିଥିବା ସାଇବର କ୍ରାଇମକୁ ନିୟନ୍ତ୍ରଣ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲଦ୍ଧ ବୋଲି ଆଇଆଇସି ପାତ୍ର ସୂଚନା ଦେଇଛନ୍ତି l ଅଜଣା ଫୋନ କଲ୍କୁ ଗ୍ରହଣ ନକରିବା, ଲିଙ୍କ ନ ଖୋଲିବା ବା ଏଟିଏମ କାର୍ଡ ସିଭିଲ ନମ୍ବର ପ୍ରଭୁତି ଅଜଣା ବ୍ୟକ୍ତିଙ୍କୁ ନଦେବା ପାଇଁ ପରାମର୍ଶ ଦିଆଯାଇଥିଲା । ବିଶେଷ କରି ବ୍ୟାଙ୍କ ସମ୍ଭନ୍ଧୀୟ ତଥ୍ୟ କାହାକୁ ନଦେବାକୁ କୁହାଯାଇଛି l ଅଧିକାଂଶ ସମୟରେ କ୍ରାଇମର ମାନେ ଅବସର ପ୍ରାପ୍ତ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି ଏବଂ ସଫଳ ମଧ୍ୟ ହେଉଥିବା ଆଲୋଚନା ହୋଇଥିଲା। ଏହି ଅବସରରେ ସଚେତନତା ହିଁ ସାଇବର ଅପରାଧକୁ ସୁରକ୍ଷା ଦେଇପାରିବ ବୋଲି ଉପସ୍ଥିତ ବ୍ୟକ୍ତିମାନେ ମତ ପ୍ରକାଶ କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?