ଆଇନର ଚକ୍ରବ୍ୟୁହ, ୧୯ ବର୍ଷ ଧରି ଥାନାରେ ପ୍ରଭୁ ଶ୍ରୀକୃଷ୍ଣ …

କାନପୁର,୩୦।୮: ପୁରାଣରେ ଉଲ୍ଲେଖ କରାଯାଇଛି ଦ୍ୱାପର ଯୁଗରେ ପ୍ରଭୁ ଶ୍ରୀକୃଷ୍ଣ ବନ୍ଦୀଶାଳରେ ଜନ୍ମଗ୍ରହଣ କରିଥିଲେ। ତେବେ କଳିଯୁଗରେ ଆଇନର ଚକ୍ରବ୍ୟୁହରେ ପଡ଼ି ପ୍ରଭୁ ଶ୍ରୀକୃଷ୍ଣ ଗତ ୧୯ ବର୍ଷ ଧରି ଥାନାରେ ରହିଛନ୍ତି। ସ୍ଥାନୀୟ ଦେହାତ ଥାନାରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମାଙ୍କୁ ରଖାଯାଇଛି। ଶିବଲି ଅଞ୍ଚଳରେ ଥିବା ରାଧାକୃଷ୍ଣ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ସହିତ ମାତା ରାଧା ବିରାଜମାନ କରୁଥିଲେ। ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମା ଅଷ୍ଟଧାତୁରେ ନିର୍ମିତ ଏହା ମାଟି ତଳୁ ଖୋଦନ ସମୟ ମିଳିଥିବା ଲୋକେ କୁହନ୍ତି। ଜଣେ ବ୍ୟକ୍ତି ଲୋକ ବଶତଃ ରାଧାକୃଷ୍ଣଙ୍କ ପ୍ରତିମାଙ୍କୁ ଚୋରି କରିଥିଲେ। ତେବେ ପରବର୍ତ୍ତୀ ସମୟରେ ସମ୍ପୃକ୍ତ ବ୍ୟକ୍ତି ଥାନାରେ ପହଞ୍ଚି ପ୍ରତିମା ଚୋରି କରିଥିବା ସ୍ବୀକାର କରିବା ସହିତ ତାହା କେଉଁଠି ରହିଛି ପୋଲିସଙ୍କୁ ସୂଚନା ଦେଇଥିଲେ। ପ୍ରତିମା ଜବତ ହେବା ସହିତ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କୋର୍ଟରେ ଶୁଣାଣି ଜାରି ରହିଛି। ଫଳରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ସହିତ ମାତା ରାଧାଙ୍କର ପ୍ରତିମାକୁ ଥାନାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri