ଏହି ରୋଗ ଆଶଙ୍କା ଦୂର କରେ ସାଇକେଲ ଚାଳନା

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ପ୍ରତିଦିନ କିଛି ବାଟ ସାଇକେଲ ଚଳାଇଲେ ହୃଦ୍‌ଘାତ ଆଶଙ୍କା ଦୂର ହୋଇଥାଏ। ଏହି ଗବେଷଣା ୟୁନିଭର୍‌ସିଟି ଅଫ୍‌ ଲିଡ୍‌ସ((University of Leeds) ପକ୍ଷରୁ କରାଯାଇଛି। ପ୍ରାୟ ୪.୩ କୋଟି ଲୋକଙ୍କ ଉପରେ ଏକ ଅଧ୍ୟୟନ କରାଯିବା ପରେ ବିଶେଷଜ୍ଞ ଦଳ କହିଛନ୍ତି, ଯେଉଁ ଲୋକ ପାଦରେ ଚାଲି ଯାଇଥାନ୍ତି ବା ସାଇକେଲ ଚାଳନା କରିଥାନ୍ତି ସେମାନଙ୍କଠାରେ ହୃଦ୍‌ଘାତ ଆଶଙ୍କା ବହୁତ କମ୍‌ ରହିଥାଏ। ସାଇକେଲ ଚାଳନା ଉଭୟ ମହିଳା ଏବଂ ପୁରୁଷଙ୍କ ପାଇଁ ଲାଭଦାୟକ। ସାଇକେଲ ଚାଳନା ଦ୍ୱାରା ଖାଲି ହୃଦ୍‌ଘାତ ଦୂର ହୁଏ ନାହିଁ, ବ୍ଲଡ୍‌ପ୍ରେସର, ଡାଇବେଟିସ, ମେଦବହୁଳତା, କୋଲେଷ୍ଟରଲ ଆଦି ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri