ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା ମ୍ୟୁନିସିପାଲଟି ଖୋଲା ଡ୍ରେନରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଦୀର୍ଘଦିନ ଧରି ଡ୍ରେନ ମୁକୁଳା ଥିବାରୁ ଅଘଟଣ ହୋଇଥିବା ଅଭିଯୋଗ ହୋଇଛି ।

ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ଯେ, ମୁକୁଳା ଡ୍ରେନ୍ ଭାଙ୍ଗି ପଡିଥିବା ବେଳେ ସେଠାରେ ସ୍ଲାବ ପକାଇବାକୁ ବାରମ୍ବାର ଦାବି ହୋଇ ଆସୁଥିବା ବେଳେ କେହି ଶୁଣୁନଥିଲେ । ଫଳରେ ଆଜି ଏହି ଦୁର୍ଘଟଣା ଘଟି ଜଣଙ୍କର ଜୀବନ ଯାଇଥିବା ନେଇ ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri