ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ ଭ୍ୟାନ ନଂ.( ଓଡି୦୭ ବିଏଫ ୨୦୩୯)  ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା  ଗ୍ରାମର ବି . ବାଳକୃଷ୍ଣ ଦୋରା (୩୬)  ସନ୍ଧ୍ୟା ପ୍ରାୟ ସାଢେ ୭ ଟାରେ ବାଳକୃଷ୍ଣ  ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ପିକ୍ଅପ ଭ୍ୟାନଟି ତାଙ୍କୁ ଧକ୍କା ଦେଇଥିଲା । ଖବର ପାଇ ଦିଗପହଣ୍ଡି ପୋଲିସ ଟିମ୍ ସେଠାରେ ପହଞ୍ଚି ଗୁରୁତର ଅବସ୍ଥାରେ ବାଳକୃଷ୍ଣ କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇଥିବା ବେଳେ ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ମୃତଦେହ ଜବତ କରିଛନ୍ତି।ରାତି ହୋଇଯିବାରୁ ମୃତଦେହ ବ୍ୟବଚ୍ଛେଦ କରାଯାଇନାହିଁ।ଶନିବାର ସକାଳେ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଦୁର୍ଘଟଣା ଘଟାଇଥିବା   ପିକ୍ଅପ ଭ୍ୟାନ ଏବଂ ବାଳକୃଷ୍ଣ ଙ୍କ ସାଇକେଲକୁ ଜବତ କରାଯାଇ ଥିବା ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?