ମାଡ଼ି ଆସୁଛି ବାତ୍ୟା: ଗୋପାଳପୁର ବନ୍ଦର ପରିଦର୍ଶନ କଲେ ବିଧାୟକ

ଛତ୍ରପୁର,୨୭।୧୦(ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମଙ୍ଗଳବାର ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଗୋପାଳପୁର ବନ୍ଦର ଏବଂ ଜେଟି ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ବାତ୍ୟାର ପ୍ରଭାବ ଏବଂ ସାମୁଦ୍ରିକ ପରିସ୍ଥିତି ସମ୍ପର୍କରେ ସେ ଅବଗତ ହେବା ସହ ଆବଶ୍ୟକ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ବାତ୍ୟାଜନିତ ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଧାୟକ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ଓ ଡଙ୍ଗାଗୁଡ଼ିକର ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ ଅଧିକାରୀଙ୍କୁ କହିଥିଲେ।

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କ ଜୀବନ ଓ ପଶୁସମ୍ପଦର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ବୋଲି ବିଧାୟକ ନାୟକ କହିଛନ୍ତି। ଏହି ସମୟରେ ପ୍ରଶାସନ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ସତର୍କ ଓ ସଚେତନ ରହିବାକୁ ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳକୁ ନେଇ ଗୋଷ୍ଠୀ ସଂଘର୍ଷ: ଉଭୟ ପକ୍ଷର ୭ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମରେ କୁମାର ପୂର୍ଣ୍ଣିମା ରବିବାର ସାରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଥିଲା। ଏଥିରେ…

ହ୍ୟାରି କେନଙ୍କୁ ଅଭିନନ୍ଦନ ଜଣାଇଲେ ବିରାଟ କୋହଲି କହିଲେ – ‘ଆପଣ ଏହି ପୁରସ୍କାର ପାଇବାକୁ ଯୋଗ୍ୟ…’

ନୂଆଦିଲ୍ଲୀ,୨୭।୧୦: ଇଂରେଜ ଫୁଟବଲ ଖେଳାଳି ହ୍ୟାରି କେନ ‘ବ୍ୟାଲୋନ ଡି’ଅର୍‌’ (Ballon d’Or) ପୁରସ୍କାର ଜିତି ଇତିହାସ ସୃଷ୍ଟି କରିଛନ୍ତି। ଗତ ୨୫ ବର୍ଷ ମଧ୍ୟରେ ଏହି…

IAS ସ୍ତରରେ ବଡ଼ ଅଦଳବଦଳ, ୮ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ବର, ୨୭।୧୦: IAS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ୮ ଜଣ IAS ଅଧିକାରୀଙ୍କୁ ବିଭିନ୍ନ ବିଭାଗରେ ନୂଆ ନିଯୁକ୍ତି ଓ ଅତିରିକ୍ତ…

ବର୍ଷା, ପବନ ସତ୍ତ୍ୱେ କଟକ ଜିଲାରେ ସ୍କୁଲ ଖୋଲା, ଅଭିଭାବକ ମହଲରେ ଅସନ୍ତୋଷ

କଟକ ସଦର,୨୭।୧୦(ସୁଶାନ୍ତ କୁମାର ଜେନା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ କଟକ ଜିଲାରେ ମଙ୍ଗଳବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ହେଲେ କଟକ ଜିଲାରେ ଛୁଟି ଘୋଷଣା ହୋଇ…

ଗାଜଲବାଡି ଘାଟିରେ ଗାଡି ଯାତାୟାତ ବନ୍ଦ: ଫସିଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୭।୧୦ (ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ବଡ଼ ପଦକ୍ଷେପ। ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିକୁ…

ନଭେମ୍ବର ୧ରୁ ବନ୍ଦ ହୋଇପାରେ ମଧ୍ୟାହ୍ନ ଭୋଜନ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପାଟନା,୨୭।୧୦: ବିହାରର ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନଭେମ୍ବର ୧ ତାରିଖରୁ ମଧ୍ୟାହ୍ନ ଭୋଜନ (ମିଡ୍‌-ଡେ ମିଲ୍‌) ବ୍ୟବସ୍ଥା ବନ୍ଦ ହୋଇପାରେ । ଦୀର୍ଘ ୬ ମାସ ଧରି…

ମୋ ଜୀବନ ଚାଲିଯିବ.. ଲୋମଟାଙ୍କୁରା କାହାଣୀ ଶେୟାର କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୨୭।୧୦: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ଉସମାନ ଖ୍ବାଜାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ନିଜ କ୍ରିକେଟ କ୍ୟାରିୟରର ଅଧିକାଂଶ ସମୟ ସେ ରୁମାଟଏଡ ଆର୍ଥ୍ରାଇଟିସ…

ତୃତୀୟ ଟି-୨୦ ପାଇଁ ପ୍ଲେଇିଂ ଏକାଦଶରେ ୩ ବଡ଼ ପରିବର୍ତ୍ତନ; ଏହି ୧୧ ଜଣ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇଛି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧୦: ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୱେଲିଂଟନର ହେନରୀ ଷ୍ଟାଡିୟମରେ, ପ୍ରଥମେ ବ୍ୟାଟିଂ କରିବା ଅପେକ୍ଷା ପରେ ବ୍ୟାଟିଂ କରି (ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?