ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା

ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା ଦିଗ ପରିବର୍ତ୍ତନ କରିବ। ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ଦିଗ ବଦଳାଇବା ପରେ ବାତ୍ୟା ଆଉ ସ୍ଥଳଭାଗ ଛୁଇଁବ ନାହିଁ। ଓଡ଼ିଶା ଅବା ଆନ୍ଧ୍ର, କେଉଁଠିବି ବାତ୍ୟା ଲ୍ୟାଣ୍ଡଫଲ କରିବନି। ଲ୍ୟାଣ୍ଡଫଲ ନକରି ବାତ୍ୟା ସମୁଦ୍ର ଉପରେ ଚାଲିଯିବ। ସମାନ୍ତରାଳ ଭାବେ ସମୁଦ୍ରରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ବାତ୍ୟା ଯୋଗୁ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଏହା ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେହିପରି ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀ ୮ ସୁଦ୍ଧା କୂଳକୁ ଚାଲି ଆସିବାକୁ କୁହାଯାଇଛି। ବାତ୍ୟା ଲ୍ୟାଣ୍ଡଫଲ କରିବାକୁ ନ ଥିଲେ ହେଁ ୧୦ ସଧ୍ୟା ପରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ବିଶେଷ କରି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ପୁରୀରେ ପ୍ରବଳ ବର୍ଷା ହେବ। ସେହିପରି ଆଉ କିଛି ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri