Posted inଜାତୀୟ

ଭାରତରେ ପ୍ରଭାବ ଦେଖାଇବା ଆରମ୍ଭ କଲାଣି ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’, ଘଣ୍ଟା ପ୍ରତି ୫୦-୬୦ ବେଗରେ ପବନ, ୪ ରାଜ୍ୟରେ ଆଲର୍ଟ

ନୂଆଦିଲ୍ଲୀ,୧୦।୬: ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’ ଭାରତ ଆଡକୁ ଦ୍ରୁତ ଗତିରେ ଗତି କରୁଛି। ଗୁଜରାଟର ସୁରଟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଡୁମାସ ଏବଂ ସୁଭାଲିରେ ଉଚ୍ଚ ଜୁଆର ଯୋଗୁ ଉପକୂଳବର୍ତ୍ତୀ ଅଞ୍ଚଳଗୁଡିକ ଜୁନ ୧୪ ପର୍ଯ୍ୟନ୍ତ ବନ୍ଦ ରହିଛି। ଅନେକ ସ୍ଥାନରେ ପ୍ରବଳ ପବନ ବୋହିବା ଆରମ୍ଭ କରିଦେଲାଣି। କେବଳ ଏତିକି ନୁହେଁ ପର୍ଯ୍ୟଟକଙ୍କୁ ମଧ୍ୟ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି ଏବଂ ସମୁଦ୍ର କୂଳକୁ ଯିବାକୁ ବାରଣ କରାଯାଇଛି। ଏହା ସହିତ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଦେଶର ୪ଟି ରାଜ୍ୟରେ ଆଗାମୀ ୩୬ଘଣ୍ଟା ମଧ୍ୟରେ ‘ବିପର୍ଯ୍ୟୟ’ର ପ୍ରଭାବ ପଡିପାରେ। ଦକ୍ଷିଣ ଆରବ ସାଗରର ଆଖପାଖ ଅଞ୍ଚଳରେ ୫୦-୬୦କିଲୋମିଟର ବେଗରେ ପବନ ବହୁଛି। କର୍ନାଟକ, ଗୋଆ, ମହାରାଷ୍ଟ୍ର ଏବଂ ଗୁଜୁରାଟରେ ସତର୍ତ ଜାରି କରାଯାଇଛି। ଏହି କାରଣରୁ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କୁ କେରଳ, କର୍ନାଟକ ଏବଂ ଲକ୍ଷ୍ମାଦ୍ୱୀପ ଉପକୂଳରୁ ଦୂରରେ ରହିବାକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?