Posted inଜାତୀୟ

ମାଡିଆସୁଛି ‘ବୁରେଭି’

ଚେନ୍ନାଇ/ଥିରୁଅନନ୍ତପୁରମ,୪।୧୨: ବଙ୍ଗୋପସାଗରରୁ ଉଠିଥିବା ସାମୁଦ୍ରିକ ଝଡ଼ ‘ବୁରେଭି’ ବୁରେଭି ଦୁର୍ବଳ ହୋଇ ଏକ ନିମ୍ନ ଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଡିସେମ୍ବର ୪ ସକାଳେ ବୁରେଭି ତାମିଲନାଡୁ ଉପକୂଳ ପାର ହେବ। ବୁରେଭି ଦୃଷ୍ଟିରେ ରଖି ଆଜି ସମଗ୍ର କେରଳରେ ହାଇ ଆଲର୍ଟ ସହିତ ଛୁଟି ଘୋଷଣା କରାଯାଇଛି। ଥିରୁଅନନ୍ତପୁରମ ଅନ୍ତର୍ଜାତୀୟ ବିମାନବନ୍ଦର ସକାଳ ୧୦ଟାରୁ ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜଣାପଡ଼ିଛି। ବୁରେଭି ପ୍ରଭାବରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ତେବେ ଗୁରୁବାର ପାଖରେ ତାମିଲନାଡୁ, ପୁଡୁଚେରୀ ଆଦିରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଥିବା ସୂଚନା ରହିଛି। ଏହାକୁ ନଜରରେ ରଖି ତାମିଲନାଡୁର ୬ଟି ଜିଲା ଏବଂ କେରଳର ୫ ଜିଲ୍ଲାକୁ ଛୁଟି ଘୋଷଣା କରିଛନ୍ତି ସଂପୃକ୍ତ ରାଜ୍ୟ ସରକାର। ଅନ୍ୟପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ସମସ୍ତ ପ୍ରକାର ସହଯୋଗ ପାଇଁ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?