ଜରୁରୀ ଖବର: ବାତ୍ୟା ରୂପ ନେଉଛି ଲଘୁଚାପ, ଏସବୁ ଜିଲା ପ୍ରଭାବିତ ହେବା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ପ୍ରଣାଳୀର ଗତିପଥ ଓ ତୀବ୍ରତା ସମ୍ପର୍କରେ ଅଧିକ ସ୍ପଷ୍ଟ ସୂଚନା ମିଳିବ। ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନାଲିଆଖି ଦେଖାଇଲେ ନେପାଳ ସରକାର, ଧମକ ଦେଇ କହିଲେ କାଠମାଣ୍ଡୁର ସମ୍ମତି ବିନା…

କାଠମାଣ୍ଡୁ,୬ା୫: ନେପାଳର ବାଲେନ ସରକାର ଭାରତକୁ ନାଲିଆଖି ଦେଖାଇଛନ୍ତି। ନେପାଳ ସରକାର ମାନସରୋବର ଯାତ୍ରାର ପଥକୁ କଡ଼ା ବିରୋଧ କରିଛନ୍ତି। ଏହା ଭାରତ ଏବଂ ନେପାଳ ମଧ୍ୟରେ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ଇସ୍ତଫା ନ ଦେବା ଉପରେ ଗିରଫ ହେବେ ମମତା ବାନାର୍ଜୀ, କ’ଣ କହୁଛି ଭାରତର ନିୟମ…

କୋଲକାତା,୬।୫: ପଶ୍ଚିମବଙ୍ଗ ରାଜନୀତି ଏପରି ଏକ ମୋଡ଼ ନେଇଛି ଯାହା ବହୁତ କମ ଲୋକ କଳ୍ପନା କରିପାରନ୍ତି। ୨୦୨୬ ନିର୍ବାଚନ ଫଳାଫଳ ରାଜ୍ୟର କ୍ଷମତା ଦୃଶ୍ୟପଟକୁ ସ୍ପଷ୍ଟ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…

ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା…

ଚର୍ଚ୍ଚାରେ ବିଜୟଙ୍କ ଗାଡ଼ି ନମ୍ବର ‘TN 07CM 2026’: ଥିଲା ମାଷ୍ଟରପ୍ଲାନ୍‌

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ତାମିଲନାଡୁ ବିଧାନସଭା ନିର୍ବାଚନରେ ଲୋକପ୍ରିୟ ତାମିଲ ଅଭିନେତା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟଙ୍କ ଦଳ ଟିଭିକେ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇ ସମସ୍ତଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri