ବାତ୍ୟା ବେଳେ ପାୱାର୍‌ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୧୦ ହଜାର ଷ୍ଟାଫ, ୮ ହଜାର ପୋଲ, ୫୦୦ ଟ୍ରାନ୍ସଫର୍ମର ରହିଛି। ୩୦୦ କିମି କଣ୍ଡକ୍ଟର ଓ କେବୁଲର ବ୍ୟବସ୍ଥା କରାଯାଇଛି।ହସ୍ପିଟାଲରେ ପାଣି ଓ ବିଦ୍ୟୁତ୍‌ ସେବା ଯୋଗାଣକୁ ଗୁରୁତ୍ୱ ଦିଆଯାଉଛି। ଡିଜେଲ ଜେନେରେଟର ପ୍ରସ୍ତୁତ ରହିଛି ଏବଂ ବଡ଼ ଜେନେରେଟର ଅଣାଯିବ। ଦୁର୍ଘଟଣା ରୋକିବାକୁ ପାୱାର କଟ ମଧ୍ୟ କରାଯିବ। ପବନର ବେଗ ବଢ଼ିଲେ ବି ପାୱାର୍‌ କଟ ହେବ ବୋଲି ଶକ୍ତି ସଚିବ କହିଛନ୍ତି।

ସମୁଦ୍ରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଆସନ୍ତାକାଲି ବାତ୍ୟାର ରୂପ ନେବ। ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ହେବ। ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ ରୁ ୧୧୦ କି.ମି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିସହ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓ ଉପକୂଳରେ ଆଜି ରାତିଠୁ ପବନର ବେଗ ବଢିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri