Posted inଜାତୀୟ

ବାତ୍ୟା ଡିଟ୍‌ଓ୍ବା: ରବିବାର ସକାଳେ ଛୁଇଁବ ସ୍ଥଳଭାଗ

ଚେନ୍ନାଇ,୨୯ା୧୧: ବାତ୍ୟା ଡିଟ୍‌ଓ୍ବା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବାବେଳେ ରବିବାର ଭୋର ସୁଦ୍ଧା ଉତ୍ତର ତାମିଲନାଡୁ, ପଣ୍ଡିଚେରୀ ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଭାଗରେ ପହଞ୍ଚିବା ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଛି। ତାମିଲନାଡୁ, ପଣ୍ଡିଚେରୀ ଏବଂ ଆନ୍ଧ୍ରରେ ରେଡ୍‌ ଆଲର୍ଟ ଜାରି ହୋଇଛି। ବାତ୍ୟା ମୁକାବିଲା ପାଇଁ କର୍ତ୍ତୃପକ୍ଷ ବିଭିନ୍ନ ଦିଗରେ ପ୍ରସ୍ତୁତି ଜାରି ରଖିଛନ୍ତି। ଅନବରତ ବର୍ଷା ଲାଗିରହିଥିବାରୁ ଚେନ୍ନାଇ ଏୟାରପୋର୍ଟ ୫୪ଟି ବିମାନକୁ ବାତିଲ କରିଦେଇଛି। ତାମିଲନାଡୁର ପ୍ରଭାବିତ ଜିଲାରେ ଶନିବାର ସ୍କୁଲ, କଲେଜଗୁଡ଼ିକୁ ଛୁଟି କରିଦିଆଯାଇଛି। ଉପକୂଳରେ ଶନିବାର ପବନର ବେଗ ୫୦ରୁ ୬୦ କି.ମି. ଥିବାବେଳେ ଉପକୂଳ ଛୁଇଁବା ବେଳକୁ ବେଗ ୯୦ କି.ମି. ପର୍ଯ୍ୟନ୍ତ ବଢ଼ିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri