ନିର୍ବାଚନ ଦିନ ବାତ୍ୟା, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ବୁଧବାର ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ସକାଳ ୮ଟା. ୩୦ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ବଙ୍ଗୋପସାଗରରେ ଓ୍ବେଲର୍ମାକ ଲୋ ପ୍ରେସର ଏରିଆରେ ପରିଣତ ହୋଇଛି। ଏହି ସିଷ୍ଟମ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାର ତୀବ୍ରତା ବଢ଼ିବା ସହ ୨୫ ତାରିଖ ସାଇକ୍ଲୋନ୍‌ ଷ୍ଟର୍ମ ବା ବାତ୍ୟାରେ ପରିଣତ ହୋବର ସମ୍ଭାବନା ରହିଛି। ବାତ୍ୟା ପ୍ରାୟ ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ସୂଚନା ରହିଛି କି, ୨୬ ସା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ। ପରେ ବାଂଲାଦେଶ ପାଶର୍‌ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୁରଭଞ୍ଜ, ଯାଜପୁର,କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ମୁଖ୍ୟ ବୈଜ୍ଞାନିକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri