ଘୂର୍ଣ୍ଣିଝଡ଼ ‘ଫ୍ରେଡି’ର ଭୟଙ୍କର ରୂପ, ଦକ୍ଷିଣପୂର୍ବ ଆଫ୍ରିକାରେ ୩୦୦ରୁ ଅଧିକ ମୃତ

ଲିଲୋଂୱେ,୧୭ ।୩: ଟ୍ରପିକାଲ ସାଇକ୍ଲୋନ ‘ଫ୍ରେଡି’ ଦକ୍ଷଣ-ପୂର୍ବ ଆଫ୍ରିକାର ମାଲ୍ୟାରେ ଭୟଙ୍କର ରୂପ ଦେଖାଇଛି । ଏହି ଘୂର୍ଣ୍ଣିଝଡ଼ରେ ମାଲ୍ୟାରେ ୩୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି । ଲ୍ୟାଣ୍ଡଲକ ହୋଇଥିବା ଦେଶର ବିପର୍ଯ୍ୟୟ ପରିଚାଳନା ବିଭାଗର ଉଦ୍ଦେଶ୍ୟରେ ସିଏନଏନ ଏହି ସୂଚନା ଦେଇଛି ।

ମଲାୱି ବିପର୍ଯ୍ୟୟ ପରିଚାଳନା ବିଭାଗ କହିଛି ଯେ ଏହି ଘୂର୍ଣ୍ଣଝଡ଼ରେ ୩୨୬ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରପିକାଲ ଷ୍ଟର୍ମ ପରେ ସେଠାରେ ପରିସ୍ଥିତି ଜଟିଲ ହୋଇପଡିଛି, ଲୋକେ ବଞ୍ଚିବାକୁ ସଂଘର୍ଷ କରୁଛନ୍ତି । ଅଧିକାରୀମାନେ ଆହୁରି ମଧ୍ୟ କହିଛନ୍ତି ଯେ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ଚିଲୋବୱେରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି ଓ ଅନେକେ ନିଖୋଜ ଅଛନ୍ତି । ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସୋମବାର ଲୋକେ ନିଖୋଜ ଲୋକଙ୍କୁ ଖୋଜିବାକୁ ଖାଲି ହାତରେ ଅଜିଆ ଆବର୍ଜନା ଘାଣ୍ଟୁଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri