Posted inରାଜ୍ୟ

ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ

Featured Video Play Icon

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri