ବାତ୍ୟା ‘ଗୁଲାବ’ ମୁକାବିଲା: ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉପକୂଳମୁହାଁ ‘ଗୁଲାବ’। ଏହି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ ଚାମ୍ବରରେ ଫିସେରିଜ୍‌ ଓ ଏଆର୍‌ଡି ବିଭାଗର କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲ ରୁମ୍‌ର ଟେଲିଫୋନ ନମ୍ବର ହେଉଛି ୦୬୭୪-୨୩୯୩୯୫୮। ଏହା ସେପ୍ଟେମ୍ବର ୨୬ରୁ ୨୮ ତାରିଖ ଯାଏ ୨୪ ଘଣ୍ଟିଆ କାମ କରିବ ବୋଲି ଜଣାପଡ଼ିଛି।

ତେବେ କଣ୍ଟ୍ରୋଲ ରୁମ୍‌ ଲାଗି ଦୁଇ ନୋଡ଼ାଲ ଅଧିକାରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି। ବିପର୍ଯ୍ୟୟ ପରିଚାଳନା, ନୋଡାଲ ଅଫିସର ଦାୟିତ୍ୱ ବିଶ୍ୱମୋହନ ରାୟଙ୍କୁ ଦିଆଯାଇଥିବା ବେଳେ କଣ୍ଟ୍ରୋଲ ରୁମ୍‌ ନୋଡାଲ ଅଫିସର ଦାୟିତ୍ୱ ଯୁଗ୍ମ ସଚିବ ମନୋଜ ବେହେରାଙ୍କୁ ଦିଆଯାଇଛି। ଏସ୍‌ଆର୍‌ସି ଏବଂ ବିଭିନ୍ନ ବିଭାଗ ସହ ମନୋଜ ଯୋଗାଯୋଗରେ ରହିବେ। ଏହି ସମୟରେ କୌଣସି ଅଧିକାରୀଙ୍କୁ ଛୁଟି କିମ୍ବା ହେଡ୍‌କ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri