ଦକ୍ଷିଣ ବ୍ରାଜିଲରେ ଘୂର୍ଣ୍ଣିବଳୟ: ମୃତ୍ୟୁ ସଂଖ୍ୟା ୩୬ ଛୁଇଁଲା..

ବ୍ରାସିଲିଆ,୭।୯: ଦକ୍ଷିଣ ବ୍ରାଜିଲରେ ପ୍ରବଳ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି ପାଇଛି। ଏକ ଟ୍ରପିକାଲ ସାଇକ୍ଲୋନିକ ଏହି ଅଞ୍ଚଳକୁ ଧ୍ୱଂସ କରିଦେଇଛି, ଘୂର୍ଣ୍ଣିବଳୟ ଯୋଗୁଁ ଘରଗୁଡିକ ଜଳବନ୍ଦୀ ହୋଇ ରହିଛି।

ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟର ଛୋଟ ସହର ମୁକୁମରେ ବନ୍ୟା ଜଳ ରାସ୍ତାକୁ ଜଳମଗ୍ନ କରିଛି। ଘରଗୁଡ଼ିକରେ ବୁଡ଼ି ରହିଛି ବୋଲି ରଏଟର୍ସ ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି। ଲାଜେଡୋ ଏବଂ ରୋକା ନିକଟ ସହରଗୁଡିକ ମଧ୍ୟ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri