Posted inଜାତୀୟ

ବାତ୍ୟା ମାଣ୍ଡୋସ: ସ୍କୁଲ୍‌, କଲେଜ ବନ୍ଦ

ଚେନ୍ନାଇ, ୯।୧୨:ବାତ୍ୟା ମାଣ୍ଡୋସ କାରଣରୁ ତାମିଲନାଡୁର ୬ ଜିଲାର ସମସ୍ତ ସ୍କୁଲ ଓ କଲେଜକୁ ସରକାର ବନ୍ଦ ଘୋଷଣା କରିଛନ୍ତି। ବାତ୍ୟା ପ୍ରଭାବରେ ଚେନ୍ନାଇ, ଥିରୁଭାଲ୍ଲୁର, ଚେଙ୍ଗାଲପାଟ୍ଟୁ , କାଞ୍ଚିପୁରମ, ଭେଲୋର ଏବଂ ରାନିପେଟାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଶୁକ୍ରବାର ମଧ୍ୟରାତ୍ରରେ ମାଣ୍ଡୋସ ପୁଡ଼ୁଚେରୀ ଓ ଶ୍ରୀହରିକୋଟା ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟା ଯୋଗୁ ଘଣ୍ଟା ପ୍ରତି ୮୫ କି.ମି. ବେଗରେ ପବନ ବୋହିବ। ତଳିଆ ଅଞ୍ଚଳବାସୀଙ୍କ ଥଇଥାନ, ରିଲିଫ ଓ ବିପର୍ଯ୍ୟୟର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି କରି ପୋଲିସଙ୍କୁ ହତ୍ୟା କଲେ ଆତଙ୍କବାଦୀ…

ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୁଣି ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଶ୍ରୀନଗର ଜିଲାର ସୁରା ଅଞ୍ଚଳରେ ଏହି ଆକ୍ରମଣ...

ଟୁଇଟ୍‌ ହଟାଇବାକୁ ସାକେତଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୪ା୭: କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ସ୍ତ୍ରୀ ତଥା ଜାତିସଂଘର ପୂର୍ବତନ ସହକାରୀ ମହାସଚିବ ଲକ୍ଷ୍ମୀ ପୁରୀଙ୍କ ବିରୋଧରେ କରିଥିବା ଅପମାନଜନକ ଟୁଇଟ୍‌ ହଟାଇବା...

ବିହାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ନଭେମ୍ବର ୭ରେ ୧୫ ଜିଲାର ୭୮ ବିଧାନସଭା ଆସନରେ ଭୋଟିଂ

ପାଟନା,୪।୧୧: ନଭେମ୍ବର ୭ରେ ବିହାର ବିଧାନସଭା ନିର୍ବାଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଅନୁଷ୍ଠିତ ହେବ। ୧୫ ଜିଲାର ୭୮ଟି ଆସନରେ ଏଥିପାଇଁ ଭୋଟିଂ କରାଯିବ।...

ପେନ୍‌ସନ୍‌ ନେବାକୁ ମନାକଲେ ଜେଟ୍‌ଲୀଙ୍କ ପରିବାର

ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍‌କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା...

ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ସମ୍ପତ୍ତି ଜବତ କଲା ଇଡି

ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡୁଆ ବଢିବାରେ ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦେଶମୁଖଙ୍କ ୪.୨୦...

କାଳ ଭୈରବଙ୍କ ଦର୍ଶନରୁ ଆରମ୍ଭ ହେଲା ନଡ୍ଡାଙ୍କ ମିଶନ ୨୦୨୪

ବାରାଣସୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ମିଶନ ୨୦୨୪ରେ ବାହାରିପଡ଼ିଛନ୍ତି। ଏହି କ୍ରମରେ ଗୁରୁବାର ସନ୍ଧ୍ୟାରେ ଜେ.ପି ନଡ୍ଡା ଉତ୍ତରପ୍ରଦେଶ ବାରାଣସୀରେ ପହଞ୍ଚିଛନ୍ତି। ଶୁକ୍ରବାର...

କୁପଓ୍ବାରାରେ ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ, ୨୦ ଦିନରେ ୨୩ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି…

ଶ୍ରୀନଗର, ୨୦।୬ : ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଅପରେଶନ୍‌ ଅଲଆଉଟ୍‌ ଜାରି ରହିଛି। କୁପୱାରା ଏବଂ କୁଲଗାମ ଜିଲାରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିବା...

ଟିକା ନେବାକୁ କାହାକୁ ବାଧ୍ୟ କରିପାରିବେନି ସରକାର, ଏସ୍‌ସିଙ୍କ ରାୟ…

ନୂଆଦିଲ୍ଲୀ, ୨।୫ : କରୋନା ଟିକା ନେବାକୁ ସରକାର କାହାକୁ ବାଧ୍ୟ କରିପାରିବେନି। ଏନେଇ ସୁପ୍ରିମ୍‌କୋର୍ଟ(ଏସ୍‌ସି) ରାୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ସରକାର ନୀତି ପ୍ରସ୍ତୁତ...

Advertisement
Archives

Model This Week