Posted inରାଜ୍ୟ

୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍‌‌ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୧କିମି ବେଗରେ ଅଗ୍ରସର ହେଉଛି। ପୁଡୁଚେରୀ ଠାରୁ ପ୍ରାୟ ୨୫୦କିମି କିଲୋମିଟର ପୂର୍ବ, ଚେନ୍ନାଇର ଠାରୁ ୨୩୦କିମି ପୂର୍ବ-ଦକ୍ଷିଣ ପୂର୍ବର ଅଗ୍ରସର ହେଉଛି।

ଭୀଷଣ ବାତ୍ୟା ଭାବେ ମିଗଜୋମ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ସର୍ବାଧିକ ସ୍ଥାୟୀ ପବନ ବେଗ ଘଣ୍ଟା ପ୍ରତି ବେଗ ୯୦ ରୁ ୧୦୦ କିମି ତଥା ଝଟକା ପବନ ୧୧୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସକ୍ରିୟ ବାତ୍ୟାକୁ ଲକ୍ଷ୍ୟ କରି ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦରଗୁଡିକ ପାଇଁ ଦୁଇ ନମ୍ବର ବିପଦ ସଂକେତ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri