ଲ୍ୟାଣ୍ଡ୍‌ଫଲ୍‌ କଲା ବାତ୍ୟା ‘ମୋଚା’, ୨୦୦ କିଲୋମିଟର ବେଗରେ ବହୁଛି ପବନ

ନୂଆଦିଲ୍ଲୀ/ଢାକା,୧୪ା୫: ରବିବାର ଅପରାହ୍ନରେ ସାମୁଦ୍ରିକ ବାତ୍ୟା ‘ମୋଚା’ କକ୍ସ ବଜାର ନିକଟ ବାଂଲାଦେଶ ଏବଂ ଉତ୍ତର ମ୍ୟାନ୍‌ମାର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍‌ମାର ଉପକୂଳରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୨୦୦ କିଲୋମିଟର ବେଗରେ ପବନ ବହୁଛି। ପୂର୍ବରୁ ଏନେଇ ବାଂଲାଦେଶ ପାଣିପାଗ ବିଶେଷଜ୍ଞମାନେ ସତର୍କ ସୂଚନା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri