ମୋନ୍ଥାର ଆଖି କରିବ ଛାରଖାର! କାକିନାଡାରେ ଭୟଙ୍କର ଦୃଶ୍ୟ

ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ନେଇ ମୋନ୍ଥା ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସଂଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟା ଉପକୂଳ ନିକଟତର ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ସମୟରେ ୯୦-୧୦୦ କିମି ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବ । ବାତ୍ୟା ‘ମୋନ୍ଥା’ର ଅବସ୍ଥିତି ଓ ଏହାର ପ୍ରଭାବ ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ଏହି ବଡ଼ ଅପଡେଟ୍‌ ଦେଇଛନ୍ତି ।

ତେବେ ମୋନ୍ଥାର ଆଖିକୁ ନେଇ ଆସିଛି ବଡ଼ ସୂଚନା। ମନୋରମା କହିଛନ୍ତି, ଆଖି ସୃଷ୍ଟି ହୋଇନି। ଭୀଷଣ ବାତ୍ୟାର ରୂପ ନେଇସାରିଛି। ହେଲେ ମୋନ୍ଥାର ଆଖି ଏଯାଏଁ ଦେଖାଯାଇନି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି…

ଚମକାଇଲା ଭାଜପା, ରାଜ୍ୟ ସଭା ଯିବେ…

ଭୁବନେଶ୍ୱର,୩।୩: ମନମୋହନ ସାମଲ ଓ ସୁଜିତ କୁମାର ଭାଜପା ପ୍ରାର୍ଥୀ। ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା।…

ଆମେରିକା-ଇରାନ ଯୁଦ୍ଧ ମଧ୍ୟରେ ଅଶୋଧିତ ତେଲର ମୂଲ୍ୟ ବୃଦ୍ଧି! ଭାରତରେ ମହଙ୍ଗା ହେବ ପେଟ୍ରୋଲ ଏବଂ ଡିଜେଲ?

ନୂଆଦିଲ୍ଲୀ,୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଏବେ ସିଧାସଳଖ ବିଶ୍ୱ ଶକ୍ତି ବଜାର ବା ଗ୍ଲୋବାଲ ଏନର୍ଜି ମାର୍କେଟକୁ ପ୍ରଭାବିତ କରୁଛି। Strait of Hormuz ବା…

ପାକିସ୍ତାନ ଖେଳାଳିଙ୍କ ପାଇଁ ବୋଲି ଲଗାଇବେ ଭାରତୀୟ ମାଲିକ? ଦି ହଣ୍ଡ୍ରେଡ ଅକ୍ସନରେ ୧୪ ପାକିସ୍ତାନୀ ଖେଳାଳି ସାମିଲ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩।୩: ଇଂଲଣ୍ଡର ଲୋକପ୍ରିୟ ଟି-୨୦ ଲିଗ, ଦି ହଣ୍ଡ୍ରେଡ, ଆଗାମୀ ସିଜିନ ପାଇଁ ଖେଳାଳିଙ୍କ ଲମ୍ବା ତାଲିକା ପ୍ରକାଶ ପାଇଛି। ଏଥର ନିଲାମରେ ୨୪୭ ଜଣ ଖେଳାଳି…

୩ୟ ବିଶ୍ୱଯୁଦ୍ଧକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ଯୁଦ୍ଧକୁ ଡେଇଁବେ ଏସବୁ ଦେଶ!

ବଢ଼ୁଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ, ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧର ଭବିଷ୍ୟବାଣୀ ପୁଣି ଥରେ ସୋସିଆଲ ମିଡିଆରେ ଟ୍ରେଣ୍ଡିଂ ଆରମ୍ଭ କରିଛି, ବିଶେଷକରି ଆମେରିକା, ଇସ୍ରାଏଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri