ବାତ୍ୟାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ସବୁ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୬ା୧୦: ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଆଲର୍ଟ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।

ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri