ସମୁଦ୍ରରେ ବଡ଼ ହଲଚଲ, ଗୋପାଳପୁରରେ…

Featured Video Play Icon

ଭୁବନେଶ୍ୱର, ୨୫।୧୦: ଆସୁଛି ବାତ୍ୟା ମୋନ୍ଥା । ବଙ୍ଗୋପସାଗରରେ ଆାସୁଥିବା ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ ଦେଇଛି ଭାରତୀୟ ପାଣିପାଗ ବିଭାଗ । ସମୁଦ୍ର ଭିତରେ ଭୀଷଣ ବାତ୍ୟାର ରୂପ ନେବ ବାତ୍ୟା । ବଢିବ ପବନର ବେଗ । ୨୭ ତାରିଖରେ ବାତ୍ୟା ମୋନ୍ଥା ସୃଷ୍ଟି ହେବା ପରେ ନେବ ଭୀଷଣ ବାତ୍ୟାର ରୂପ । ୨୮ ତାରିଖରେ ଭୀଷଣ ବାତ୍ୟାରେ ପରିଣତ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ବା IMD । ସମ୍ଭାବ୍ୟ ବାତ୍ୟାର ନୂଆ ଟ୍ରାକ୍‌ ମଧ୍ୟ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ରାତିଅଧରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଜଗିଲେ ମମତା: ଭାଜପାକୁ ଦେଲେ ଏମିତି ଚେତାବନୀ

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri