ବାତ୍ୟା ମୋନ୍ଥା ପ୍ରଭାବ: ବର୍ଷା ପବନରେ ଭୁଶୁଡିଲା କାଉନସିଲରଙ୍କ ଘର କାନ୍ଥ

ଗଞ୍ଜାମ,୨୮।୧୦:(ବିଦ୍ୟାଧର ସାହୁ):ଆଜି ରାତି ସୁଦ୍ଧା ସ୍ଥଳଭାଗ ଛୁଇଁବି ବାତ୍ୟା ମୋନ୍ଥା। ତାହାର ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ହେଉଅଛି l ପବନର ବେଗ ମଧ୍ୟ ବେଳକୁ ବେଳ ବଢୁଛି l ବର୍ଷା ଯୋଗୁ ଗଞ୍ଜାମ ଏନଏସି ୱାର୍ଡ ନମ୍ବର ୯ ବରପଲ୍ଲୀରେ ବର୍ଷା ଓ ପବନ ପ୍ରଭାବରେ କାନ୍ଥ ଭୁଶୁଡି ପଡ଼ିଥିବା ଜଣାପଡିଛି l ଭୁଶୁଡି ପଡ଼ିଥିବା ଘର ୱାର୍ଡ ନମ୍ବର ୯ର କାଉସିଲର ସ୍ବାଗତ ଆଶିଷ ନାୟକଙ୍କ ଘର ବୋଲି ଜଣାପଡିଛି l ଖବର ପାଇ ଗଞ୍ଜାମ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଗଞ୍ଜାମ ରାଜସ୍ବ ନିରୀକ୍ଷକ ସୀତାରାମ ସାହୁ ପ୍ରମୁଖ ଉକ୍ତ ଗ୍ରାମରେ ପହଞ୍ଚି ତଦାରଖ କରିଥିବା ଜଣାପଡିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri