ଆସୁଛି ବାତ୍ୟା ମୋନ୍ଥା! ପାରାଦୀପରେ ସତର୍କ ସୂଚନା, ୨୯ ତାରିଖ ଯାଏ…

ଭୁବନେଶ୍ୱର,୨୫।୧୦: ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମାଇକ ଦାରା ସତର୍କ କରାଇଲେ ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ। ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର ଯୋଗେ ସତର୍କ କରାଯାଇଛି। ନୂଆବଜାର, ଚୌମୁହାଣି ଅଞ୍ଚଳରେ ବି ମାଇକ ଦ୍ୱାରା ସତର୍କ କରାଯାଇଛି। ୨୯ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ କରାଯାଇଛି।

ସେପଟେ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବିଭାଗୀୟ ଅଧିକାରୀଙ୍କ ସହ ଭିସିରେ ଜିଲାପାଳମାନେ ଉପସ୍ଥିତ ଅଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri