ଭୀଷଣ ବାତ୍ୟା ମୋନ୍ଥାର ଆରମ୍ଭ ହେଲା ଲ୍ୟାଣ୍ଡଫଲ୍‌, ମାଡ଼ ହେଉ ହେଉ ବୁଲିଗଲା…

ଭୁବନେଶ୍ୱର,୨୮।୧୦:ଆରମ୍ଭ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ବଡ଼ ଅପଡେଟ୍‌ । ବାତ୍ୟା ମୋନ୍ଥାକୁ ନେଇ ସବୁଠୁ ବଡ଼ ଅପଡେଟ୍‌ । ଆରମ୍ଭ ହେଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ । ଲ୍ୟାଣ୍ଡଫଲ୍‌ ଆରମ୍ଭ ହେଉହେଉ ସାମାନ୍ୟ ଦକ୍ଷିଣକୁ ବୁଲିଗଲା ବାତ୍ୟା। ଆନ୍ଧ୍ରପ୍ରଦେଶ କାକିନାଡା ପରିବର୍ତ୍ତେ ମଚ୍ଛଲିପଟନରେ ମାଡ଼ ହେବାକୁ ଯାଉଛି। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୪ରୁ ୫ଘଣ୍ଟା ରହିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଇଏମଡି ଡିଜି ସୂଚନା ଦେଇଛନ୍ତି। ଏହି ପ୍ରକ୍ରିୟା ମଧ୍ୟରାତ୍ରୀ ଯାଏ ରହିବ। ୧୨ଟା ଯାଏ ଏହି ପ୍ରକ୍ରିୟା ରହିବ। ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ ।

ସୂଚନାନୁସାରେ , ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ଜିଲାରେ ପବନର ବେଗ ୬୦ରୁ ୬୫ କିମି ରହିଛି। ତେବେ ଆଉ କିଛି ସମୟ ପରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେବଳ ଆଜି ନୁହେଁ ଆସନ୍ତାକାଲି ମଧ୍ୟ ପୂରା ଓଡ଼ିଶାରେ ପ୍ରବଳ ବର୍ଷା ହେବ। ରେଡ ଆଲର୍ଟ ଜିଲାରେ ବର୍ଷା ସହ ପବନ ମଧ୍ୟ ଜୋରରେ ବହିବ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri