ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ଧରି ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା। ଏହାରି ଭିତରେ ପାଣିପାଗ ବିଭାଗ କରିଛି ବଡ଼ ଆକଳନ। ସଂଧ୍ୟା ୬ଟାରୁ ରାତି ୧୧ଟା ମଧ୍ୟରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ କରିବ। କିଛି ଆନ୍ତର୍ଜାତୀୟ ମଡେଲର ଆକଳନ କହୁଛି ପ୍ରାୟ ରାତି ୮ଟା ବେଳେ ସ୍ଥଳଭାଗରେ ଭୟଙ୍କର ରୂପ ନେବ ବାତ୍ୟା ମୋନ୍ଥା।


