ଏହି ସମୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’, ରେଡ୍‌ ଜୋନରେ ଓଡ଼ିଶାର ୮ ଜିଲା, ପ୍ରବଳ ବର୍ଷା ସହ…

ଭୁବନେଶ୍ୱର,୨୭।୧୦: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମୋନ୍ଥା । ଆସନ୍ତାକାଲି ସକାଳୁ ନେବ ଭୀଷଣ ବାତ୍ୟାର ରୂପ । ଆନ୍ଧ୍ରପ୍ରଦେଶ କାକିନାଡ଼ା ପାଖାପାଖିରେ ବାତ୍ୟା ଲ୍ୟାଣ୍ଡଫଲ କରିବ । ଏହା ପୂର୍ବରୁ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି । କାକିନାଡ଼ା ଅଞ୍ଚଳରେ ପ୍ରବଳ ବର୍ଷା ସହ ପବନ ଆରମ୍ଭ ହୋଇଛି ।

ଦକ୍ଷିଣ ଓଡ଼ିଶାରେ ସମ୍ଭାବ୍ୟ ସାଇକ୍ଲୋନ ମୋନ୍ଥା ପ୍ରକୋପ ଦେଖାଇପାରେ । ୮ଟି ଜିଲାରେ ପ୍ରଭାବ ଦେଖାଇପାରେ। ଏଥିପାଇଁ ରେଡ ଜୋନରେ ଅଛି ଦକ୍ଷିଣ ଓ ୮ ଜିଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ। ଏସବୁ ଜିଲାରେ ଭୀଷଣ ବର୍ଷା ପବନ ସମ୍ଭାବନା ରହିଛି। ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ ।

ସେପଟେ, IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇ କହିଛନ୍ତି, ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଏହାର ପ୍ରଭାବ ପଡ଼ିବ। ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ’ ବହିବ।୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri