ଆସୁଛି ଭୀଷଣ ବାତ୍ୟା, ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର!

ଭୁବନେଶ୍ୱର, ୨୫।୧୦: ବାତ୍ୟା ନେବ ଭୀଷଣ ବାତ୍ୟା ରୂପ । ୨୮ରେ ଭୀଷଣ ବାତ୍ୟା ନେଇ IMDର ଆକଳନ । ଆଇଏମଡି ଜାରି କଲା ବାତ୍ୟାର ନୂଆ ଟ୍ରାକ । ଘଣ୍ଟା ପ୍ରତି ଶହେ କିମି ବେଗରେ ବହିବ ପବନ । ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଉପକୂଳକୁ ଷ୍ଟ୍ରାଇକ କରିବ ବୋଲି ଆକଳନ କରାଯାଉଛି। ଏହାରି ଭିତରେ ସ୍କୁଲ ଓ ଅଫିସ ଛୁଟିକୁ ନେଇ  ବଡ଼ ଖବର ଆସିଛି । ଆସନ୍ତାକାଲି ସ୍ଥିତି ଦେଖି ଅଫିସରଙ୍କ ଛୁଟି ବାତିଲ ହେବା ନେଇ ନିଷ୍ପତ୍ତି ନିଆଯାଇପାରେ। ଏପରିକି ସ୍କୁଲ କଲେଜ ମଧ୍ୟ ଛୁଟି ହୋଇପାରେ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ଡି.କେ ସିଂ ସୂଚନା ଦେଇଛନ୍ତି । ଏନେଇ ଆଜି ସନ୍ଧ୍ୟାରେ ଜିଲ୍ଲା ପ୍ରଶାସନ ବୈଠକ ଡକାଇଛନ୍ତି। ଲ୍ୟାଣ୍ଡ ସ୍ଲାଇଡ ଓ ଅର୍ବାନ ଫ୍ଲଡ ଉପରେ ସରକାରଙ୍କ ନଜର ରହିଛି। ଲୋକେ ସତର୍କ ରୁହନ୍ତୁ, ଭୟଭୀତ ହୁଅନ୍ତୁ ନାହିଁ ବୋଲି ସରକାର କହିଛନ୍ତି ।

ଆହୁରି ମଧ୍ୟ ୨୮,୨୯ ଓ ୩୦ ତାରିଖ ଗୁରୁତ୍ବପୂର୍ଣ୍ଣ। ଏହି ଦିନ ପ୍ରଭାବିତ ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ଗଞ୍ଜାମ,ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା,କେନ୍ଦ୍ରାପଡ଼ା, ଜଗତସିଂପୁର, ଭଦ୍ରକ ପ୍ରଭାବିତ ହେବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri