ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଏହାର ସିଧା ପ୍ରଭାବ ଓଡ଼ିଶା ପ୍ରତି ନ ଥିବା ବେଳେ ଉପକୂଳ ଜିଲାଗୁଡିକରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଏସ୍‌ଆର୍‌ସି ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ସହ ପବନର ମୁକାବିଲା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁପାଲି ଛକକୁ ବାଛିଛି ଆମ ବସ୍‌: ଅଟୋ ପରେ ପୁଣି ସ୍କୁଟିକୁ …

ଭୁବନେଶ୍ୱର,୩।୧: ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍‌। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। କିଛି ସମୟ ପୂର୍ବରୁ...

କେତୁଙ୍କ ଗୋଚରରେ ଏହି ୩ରାଶିଙ୍କ ବଦଳିଯିବ ଜୀବନ, ଟଙ୍କାରେ ଭର୍ତ୍ତି ହୋଇଯିବ ସିନ୍ଦୁକ!

ବୈଦିକ ଜ୍ୟୋତିଷ ଅନୁସାରେ, କେତୁ ଏକ ଛାୟା ଗ୍ରହ। ଏହାକୁ ଜ୍ଞାନ, ମୋକ୍ଷ ଏବଂ ବିଚ୍ଛିନ୍ନତାର କାରକ ଭାବରେ ବିବେଚନା କରାଯାଏ। ଜାନୁଆରୀରେ କ୍ରୁର ଗ୍ରହ...

ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…

ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି...

ମନ୍ତ୍ରୀଙ୍କ ବଡ଼ ସୂଚନା: ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR

ଭୁବନେଶ୍ୱର,୨।୧: ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ...

ବ୍ଲକ କାର୍ଯ୍ୟାଳୟରେ ପଶି ବିଡିଓଙ୍କୁ ଆକ୍ରମଣ: ପ୍ରତିବାଦରେ…

ରାଜନଗର,୩ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଭାଜପା ନେତା ଓ କର୍ମୀମାନେ ଆକ୍ରମଣ ଘଟଣାରେ ଶନିବାର ଦିନତମାମ ବ୍ଲକ ପରିସରରେ ଉତ୍ତେଜନା...

ଥାନା ଅଧିକାରୀଙ୍କ ଦରମା ବନ୍ଦ: ମହଙ୍ଗା ପଡ଼ିଲା…

ତିର୍ତ୍ତୋଲ,୩।୧(ଗୌରାଙ୍ଗ ସ୍ବାଇଁ):ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଆଦେଶ ଅବମାନନା କାରଣରୁ ତିର୍ତ୍ତୋଲ ଥାନା ଅଧିକାରୀ ପ୍ରଦୀପ କୁମାର ସେଠୀଙ୍କ ଦରମା ବନ୍ଦ କରାଯାଇଛିି। ଜଗତସିଂହପୁର ଜିଲାପାଳ, କିଲିପାଳ...

ଦୂତି ଚାନ୍ଦଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ପରିବାର ସହ ଆସୁଥିବାବେଳେ…

କଟକ,୩ା୧: ଦୌଡ଼ରାଣୀ ଦୂତି ଚାନ୍ଦଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ତାଙ୍କ ପରିବାର ସହ ଆସୁଥିବାବେଳେ କଟକର ତ୍ରିଶୂଳିଆ ବ୍ରିଜ୍‌ ନିକଟରେ କାର୍‌ ଦୁର୍ଘଟଣାର...

ଶୀତଦିନେ ଅମୃତଭଣ୍ଡା ଖାଇବା ଉଚିତ ନା ନୁହେଁ? ସ୍ବାସ୍ଥ୍ୟ ବିଶେଷଜ୍ଞ କହିଲେ….

ଅମୃତଭଣ୍ଡା ଏପରି ଏକ ଫଳ ଯାହା ପ୍ରାୟ ସମସ୍ତଙ୍କୁ ପସନ୍ଦ ଆସିଥାଏ । ଏହାର ଅନେକ ଲାଭ ରହିଛି । ଏହା ପାଚନ ଶକ୍ତିକୁ ଶକ୍ତିଶାଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri