ଆମେରିକାକୁ ଉଜାଡିଦେଲା ବାତ୍ୟା

ମେଫିଲ୍ଡ, ୧୨।୧୨: ଆମେରିକାର ମଧ୍ୟପଶ୍ଚିମ ଓ ଦକ୍ଷିଣ ଭାଗରେ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପ୍ରଳୟଙ୍କରୀ ବାତ୍ୟାରେ ଆମେରିକାର ୫ଟି ରାଜ୍ୟରେ ବ୍ୟାପକ କ୍ଷତି ହୋଇଛି। ଆର୍କାନସାସ୍‌, ମିସୌରି, ଟେନେସି, କେଣ୍ଟୁକିରେ ୫୫ ନିୟୁତରୁ ଊର୍ଦ୍ଧ୍ୱ ଲୋକ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି।

କେଣ୍ଟୁକିରେ ବାତ୍ୟାଜନିତ ମୃତ୍ୟୁ ସଂଖ୍ୟା ୧୦୦ ଟପିବ ବୋଲି କୁହାଯାଉଛି। ବହୁସଂଖ୍ୟାରେ ଘର ଭାଙ୍ଗିଥିବା ବେଳେ ଭଗ୍ନାବଶେଷ ମଧ୍ୟରୁ ଲୋକଙ୍କୁ ଖୋଜା ଚାଲିଛି। ଶୀତଦିନେ ଏଭଳି ବାତ୍ୟା ସୃଷ୍ଟି ହୋଇ ନ ଥାଏ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି। କେଣ୍ଟୁକି ସହରରେ ଏକ କ୍ୟାଣ୍ଡେଲ୍‌ ଫ୍ୟାକ୍ଟ୍ରି, ଥାନା ଓ ଅଗ୍ନିଶମ କେନ୍ଦ୍ର ଭାଙ୍ଗିଥିବା ବେଳେ ମିସୌରୀରେ ଏକ ନର୍ସିଂହୋମ୍‌ ଭୁଶୁଡ଼ି ପଡ଼ିଛି। ଫ୍ୟାକ୍ଟ୍ରିରେ ୧୧୦ କର୍ମଚାରୀ କାର୍ଯ୍ୟରତ ଥିଲେ। ସେମାନଙ୍କ ମଧ୍ୟରୁ ୪୦ ଜଣଙ୍କୁ ଉଦ୍ଧାର କରାଯାଇଥିବା କେଣ୍ଟୁକି ଗଭର୍ନର ଆଣ୍ଡି ବେଶିୟର କହିଛନ୍ତି। ଇଲିନୋଇସ୍‌ରେ ଆମାଜନ ଓ୍ବେରହାଉସ୍‌ର କିଛି ଅଂଶ ଭୁଶୁଡ଼ିପଡ଼ିବାରୁ ୬ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଚୀରେ ଦଳାଚକଟା: ୧୨ ମୃତ

କରାଚୀ,୧।୪ (ଆଇଏଏନ୍‌ଏସ୍‌): ପାକିସ୍ତାନର କରାଚୀ ସହରସ୍ଥିତ ଏସ୍‌ଆଇଟିଇ ଅଞ୍ଚଳରେ ଶୁକ୍ରବାର ମାଗଣା ରାଶନ ସାମଗ୍ରୀ ବଣ୍ଟନ ବେଳେ ଦଳାଚକଟାରେ ୧୨ ଜଣଙ୍କ ମୃତ୍ୟୁ ଘଟିବା ସହ...

ପାକିସ୍ତାନର କ୍ୱେଟାରେ ବୋମା ବିସ୍ଫୋରଣ: ୪ ମୃତ, ୧୫ ଆହତ

ଇସଲାମାବାଦ,୧୦।୪: ପାକିସ୍ତାନର କ୍ୱେଟାର କନ୍ଧାରୀ ବଜାରରେ ଏକ ବୋମା ବିସ୍ଫୋରଣ ଘଟିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି।...

୫ ଭାରତୀୟ ବଂଶୋଦ୍ଭବ ସ୍ଥାନିତ

ଓ୍ବାଶିଂଟନ୍‌, ୬।୪: ପାଞ୍ଚଜଣ ଭାରତୀୟ ବଂଶୋଦ୍ଭବ ମହିଳା ଏକ୍‌ଜିକ୍ୟୁଟିଭ୍‌ଙ୍କ ନାମ ‘୧୦୦ ମୋଷ୍ଟ ଇନ୍‌ଫ୍ଲୁଏନ୍ସିଆଲ୍‌ ଓମେନ ଇନ୍‌ ୟୁଏସ୍‌ ଫାଇନାନ୍ସ’ ସୂଚୀରେ ସ୍ଥାନ ପାଇଛି। ଓ୍ବାଲ୍‌...

ରାହୁଲଙ୍କ ଅଭିଯୋଗ, ସରକାରଙ୍କୁ ପ୍ରଶ୍ନ କରୁଥିବା ଲୋକଙ୍କୁ କରାଯାଉଛି ଆକ୍ରମଣ, ବିବିସିର ଦେଲେ ଉଦାହରଣ

ଲଣ୍ଡନ/ନୂଆଦିଲ୍ଲୀ,୫ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଶନିବାର ଲଣ୍ଡନରେ ମିଡିଆକୁ ସମ୍ବୋଧନ କରିବା ସମୟରେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ସରକାର...

ଇଣ୍ଟରନେଟ୍‌ ବନ୍ଦ କଲା ତାଲିବାନ୍‌

କାବୁଲ,୨୯ା୮: ପଞ୍ଜଶିରରେ ବିରୋଧୀଙ୍କ ଶକ୍ତି କମାଇବାକୁ ଏବଂ ଆଫଗାନିସ୍ତାନର ଗାଦିଚ୍ୟୁତ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କୁ ଟୁଇଟ୍‌ର ଠାରୁ ଦୂରେଇ ରଖିବା ଲାଗି ତାଲିବାନ୍‌ ପଞ୍ଜଶିର ଉପତ୍ୟକାରେ...

ତାଲିବାନ ପାଖରେ ଚାଇନା ତିଆରି ଆଧୁନିକ ଅସ୍ତ୍ରଶସ୍ତ୍ର…

ଇସଲାମାବାଦ/ଓ୍ବାଶିଂଟନ,୨୩।୧ : ତାଲିବାନକୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଉଛି। ଜାମେଷ୍ଟାଉନ ଫାଉଣ୍ଡେଶନ ଦ୍ୱାରା ପ୍ରକାଶିତ ଲେଖକ ଜାଫର ଇକବାଲ ୟୁସୁଫଜାଇଙ୍କ ପୁସ୍ତକ ‘ଦ ଟ୍ରବୁଲ ଟ୍ରାଙ୍ଗେଲ:ୟୁଏସ୍‌-ପାକିସ୍ତାନ...

ବାଂଲାଦେଶର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୯ା୯: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଲଣ୍ଡନରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଭେଟିଛନ୍ତି। ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାର ଆରମ୍ଭ...

ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ

ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା...

Advertisement
Archives

Model This Week